Posted inଜାତୀୟ

ଭୋପାଳ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଅନ୍ତିମ ସଂସ୍କାରରେ ସାମିଲ ହେଲେ ଦିଗ୍‌ବିଜୟ

ଭୋପାଳ, ୧୦।୬: ମଧ୍ୟପ୍ରଦେଶର କମଳାନଗରରେ ଜଣେ ନାବାଳିକାଙ୍କ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଏଭଳି ଲଜ୍ଜାଜନକ ଘଟଣା ଯୋଗୁ ସାରା ଦେଶରେ ଚାଞ୍ଚଲ୍ୟ ଖେଳିଯାଇଥିବାବେଳେ ସୋମବାର ତାଙ୍କ ମୃତଦେହକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ଅନ୍ତିମ ସଂସ୍କାର କରାଯାଇଥିଲା। ଏଥିରେ ସାମିଲ ହୋଇଥିଲେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂହ। ଏଭଳି ଘଟଣା ଦୁର୍ଭାଗ୍ୟପୂର୍ଣ୍ଣ ଏବଂ ଦୋଷୀ କଡା ଦଣ୍ଡ ଦିଆଯାଉ ବୋଲି ଦିଗ୍‌ବିଜୟ କହିଛନ୍ତି। ସୂଚନାଯୋଗ୍ୟ, ଭୋପାଳସ୍ଥଇତ କମଳାନଗର ଥାନା ମଣ୍ଡଓ୍ବା ବସ୍ତିର ଜଣେ ୮ବର୍ଷୀୟା ନାବାଳିକା ଶନିବାର ରାତିପ୍ରାୟ ୮ଟାର କିଛି ସାମଗ୍ରୀ କିଣିବା ପାଇଁ ଘରୁ ବାହାରକୁ ଯାଇଥିବାବେଳେ ନିଖୋଜ ହୋଇଯାଇଥିଲେ। ଘର ଲୋକେ ଏନେଇ ଥାନାରେ ଏତଲା ଦେଇଥିଲେ। ରବିବାର ସକାଳେ ନାବାଳିକାଙ୍କ ମୃତଦେହ ଏକ ନାଳରୁ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri