ମଟନ ପାଇଁ ଆସି ଔଷଧ ନେବା ଆଳ

ଖୋର୍ଦ୍ଧା ଅଫିସ,୧୮ା୪: ଲକଡାଉନ ବେଳେ ମାସ୍କ ନ ପିନ୍ଧିଲେ ଓ ବିନା କାରଣରେ ବାଇକରେ ବୁଲିଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ସରକାରଙ୍କ ନିର୍ଦ୍ଦେଶ ରହିଛି। ତେବେ କେତେଜଣ ଅମାନିଆ ବିଭିନ୍ନ ଆଳ ଦେଖାଇ ବଜାରରେ ବୁଲୁଥିବା ନଜରକୁ ଆସିଛି। ଅନେକ ବ୍ୟକ୍ତି ପୋଲିସ ଓ ପ୍ରଶାସନ ଆଖିରେ ଧୂଳି ଦେଇ ହାତରେ ପୁରୁଣା ଔଷଧ ଚିଠା ଧରି ବଜାରରେ ବୁଲୁଛନ୍ତି। ଶୁକ୍ରବାର ଖୋର୍ଦ୍ଧା ସହରର ପୋଷ୍ଟ ଅଫିସ ଛକ ନିକଟରେ ଯାଞ୍ଚ ବେଳେ ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା। ଜଣେ ଯୁବକ ଏକ ପୁରୁଣା ପ୍ରେସ୍‌କିପ୍‌ଶନ ଧରି ଯାଉଥିବାବେଳେ ପୋଲିସ ତାଙ୍କୁ ଅଟାଇଥିଲେ। ନିଜକୁ ଜଣେ ରୋଗୀ ଏବଂ ଔଷଧ କିଣିବା ଲାଗି ଆସିଥିବା ସେ କହିଥିଲେ। ତେବେ ପୋଲିସ ସମ୍ପୃକ୍ତ ପ୍ରେସ୍‌କିପ୍‌ଶନ ଯାଞ୍ଚ କରିବାରୁ ତାଙ୍କ ମିଛ ଧରାପଡ଼ିଯାଇଥିଲା। ମଟନ କିଣିବା ଲାଗି ବଜାରକୁ ଆସିଥିବା ସେ ସ୍ବୀକାର କରିଥିଲେ। ପୋଲିସ ଭୟରେ ଏକ ପୁରୁଣା ପ୍ରେସ୍‌କିପ୍‌ଶନ ଧରି ବୁଲୁଥିବା କହିଥିଲେ। କେବଳ ଏହି ଗୋଟିଏ ଘଟଣା ନୁହେଁ ପ୍ରତିଦିନ ଶତାଧିକ ଯୁବକ ମେଡିସିନ୍‌ କିଣିବା ତଥା ମେଡିକାଲ ଯିବା ବାହାନାରେ ବୁଲୁଛନ୍ତି ବୋଲି ଖୋର୍ଦ୍ଧା ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri