ମଠ, ମନ୍ଦିର ଭଙ୍ଗାଯିବା ବେଳେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଜରୁରୀ: ସୁପ୍ରିମକୋର୍ଟ

ପୁରୀ ଅଫିସ,୩।୧୦: ଶ୍ରୀମନ୍ଦିର ସଂସ୍କାର ମାମଲାରେ ଗୁରୁବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଐତିହ୍ୟ ସମ୍ପନ୍ନ ମଠ,ମନ୍ଦିର ଭଙ୍ଗା ବେଳେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବାଜରୁରୀ। ଏପରିକି ବରିଷ୍ଠ ସେବାୟତଙ୍କ ପରାମର୍ଶ ମଧ୍ୟ ନେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ବର୍ତ୍ତମାନ ସୁଦ୍ଧା ହୋଇଥିବା ଉଚ୍ଛେଦର ଷ୍ଟାଟସ୍‌ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଅକ୍ଟୋବର ୨୨କୁ ଦିନ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri