Posted inଜାତୀୟ

ମଣିପୁର ବିଧାନସଭା ସମ୍ମୁଖରେ ବିସ୍ଫୋରଣ: ୨ ଯବାନ ଆହତ

ଇମ୍ଫାଲ,୨୨।୧୧: ମଣିପୁର ବିଧାନସଭା ସମ୍ମୁଖରେ ଶୁକ୍ରବାର ସନ୍ଧ୍ୟାରେ ଏକ ଗ୍ରେନେଡ ଆକ୍ରମଣ ହୋଇଛି। ଏଥିରେ ୨ ସିଆର୍‌ପିଏଫ୍‌ ଯବାନ ଆହତ ହୋଇଥିବା ଜଣାପଡିଛି। ମଣିପୁର ବିଧାନସଭା ବାହାରେ ଥିବା ଥାଙ୍ଗମେଇବନ୍ଦ ଇମ୍ପ୍ରୁଭମେଣ୍ଟ କ୍ଲବ ନିକଟରେ ଏହି ବିସ୍ଫୋରଣ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ୨୦ ଦିନ ମଧ୍ୟରେ ଇମ୍ଫାଲ ସହରରେ ଏହା ଦ୍ୱିତୀୟ ଘଟଣା। ଚଳିତ ମାସ ଆରମ୍ଭରେ ମଣିପୁରର ଇମ୍ଫାଲ ସହରରେ ହୋଇଥିବା ବିସ୍ଫୋରଣରେ ୫ ପୋଲିସଙ୍କ ସହ ଜଣେ ସାଧାରଣ ନାଗରିକ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?