Posted inଫୁରସତ

ମଣିଷ ଭଳି ଏଆଇ ମେସିନ ବି ଲୋଡ଼େ ବିଶ୍ରାମ

ଓ୍ବାଶିଂଟନ,୯।୬: ଭଲ କାମ ପ୍ରଦର୍ଶନ ପାଇଁ ବିଶ୍ରାମ ଆବଶ୍ୟକ। ତେଣୁ ମଣିଷ କାମ ମଝିରେ ମଝିରେ ବିଶ୍ରାମ ନେବା ସହିତ ଶୋଇଥାନ୍ତି। ଏହାଦ୍ୱାରା ମସ୍ତିଷ୍କ ଚାପ ମୁକ୍ତ ରହିଥାଏ। ମଣିଷ ଭଳି ମେସିନ ମଧ୍ୟ କାମ ମଝିରେ ବିଶ୍ରାମ ଲୋଡ଼ିଥାଏ। ଏନେଇ ଆମେରିକା ଲସ୍‌ ଆଲାମୋସ୍‌ ଲାବୋରେଟୋରିରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ମଣିଷ ଭଳି ମେସିନ୍‌ରେ ଥିବା ନ୍ୟୁରୋମରଫିକ୍‌ ପ୍ରୋସେସର କାମ ମଝିରେ ବିଶ୍ରାମ ଆବଶ୍ୟକ କରିଥାଏ। ବିଶ୍ରାମ ପରେ ପୁଣି ଏହା ପୂର୍ଣ୍ଣ କ୍ଷମତାରେ କାମ କରିପାରିଥାଏ ବୋଲି ରିପୋର୍ଟରେ କୁହାଯାଇଛି। ଏହା କମ୍ପ୍ୟୁଟର, ମୋବାଇଲ୍‌, ଟିଭି, ବିଭିନ୍ନ ଚିକିତ୍ସା ଉପକରଣ ସମେତ ସମସ୍ତ ଡିଜିଟାଲ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲଜେନ୍ସ) ମେସିନ ପାଇଁ ଲାଗୁ ହୋଇଥାଏ ବୋଲି କମ୍ପ୍ୟୁଟର ବିଜ୍ଞାନୀ ପ୍ରଫେସର ୟେଜିଙ୍ଗ୍‌ ଓ୍ବାଟକିନ୍ସ୍‌ କହିଛନ୍ତି। ତେଣୁ ଏଆଇଯୁକ୍ତ ମେସିନ୍‌କୁ ଆବଶ୍ୟକ ଅନୁସାରେ ବିଶ୍ରାମ ଦେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri