ମଣ୍ଡିରେ ତାଲା ପକାଇ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜିଲାରେ ଧାନ କିଣାବିକା ସମ୍ପୂର୍ଣ୍ଣ ଭାବେ ସ୍ବାଭାବିକ ହୋଇପାରିନାହିଁ। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରିନାହିଁ। ସେହିଭଳି ଧାନଚାଷ ହୋଇଥିଲେ ସୁଦ୍ଧା କେତେକ ଚାଷୀଙ୍କ ବିଭିନ୍ନ କିସମର ଜମିକୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଏପର୍ଯ୍ୟନ୍ତ ସେମାନଙ୍କ ଅମଳ ଧାନକୁ ବିକ୍ରି କରିପାରିନାହାନ୍ତି। ଏହାର ପ୍ରତିବାଦରେ ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଲାପାଣି, ବୁଦେଲପାଲି, ବରାହଗୋଡ଼ା, ଆମ୍ବସଢ଼ା ଗ୍ରାମର ଚାଷୀମାନେ ଶନିବାର କଲାପାଣି ମଣ୍ଡିରେ ତାଲା ପକାଇ ଧାରଣାରେ ବସିଛନ୍ତି। ଫଳରେ ଏହି ମଣ୍ଡିରେ ଧାନ କିଣାବିକା ଅଚଳ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri