ମତୁଆଲା କରିବ ଶୁଶାନ୍ତଙ୍କ ସହ ଜ୍ୟାକଲିନଙ୍କ ରୋମାନ୍ସ

ମୁମ୍ବାଇ: ବଲିଉଡ୍‌ ମୁଭି ‘ଛିଛୋରୋ’ବକ୍ସ ଅଫିସରେ ଜବରଦସ୍ତ କଲେକଶନ୍‌ କରିବା ପରେ ଏବେ ଶୁଶାନ୍ତ ସିଂ ରଜପୁତଙ୍କ ଫିଲ୍ମ ‘ଡ୍ରାଇଭ୍‌’ ରିଲିଜ୍‌ ହେବାକୁ ଯାଉଛି। ଏଥିରେ ଶୁଶାନ୍ତଙ୍କ ସହ ନଜର ଆସିବେ ବଲିଉଡ୍‌ ବିୟୁଟି ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌। ଉଭୟଙ୍କ ରୋମାନ୍ସରେ ଦର୍ଶକେ ମତୁଆଲା ହେବେ ବୋଲି ଅନୁମାନ କରାଯାଉଛି। କାରଣ ଟ୍ରେଲର୍‌ ରିଲିଜ୍‌ ହେବା ପରେ ଏହା ସ୍ପଷ୍ଟ ହୋଇଛି। ଏହି ଫିଲ୍ମ ବେଶ୍‌ କିଛିଦିନ ହେବ ଚର୍ଚ୍ଚାରେ ଥିବା ବେଳେ ଏହା ଥିଲଟରରେ ନୁହେଁ ନେଟଫ୍ଲିକ୍ସରେ ରିଲିଜ୍‌ ହେବ। ପ୍ରଥମଥର ପାଇଁ ଶୁଶାନ୍ତ ଓ ଜ୍ୟାକଲିନଙ୍କ ଯୋଡି ଦେଖିବାକୁ ମିଳିବ। ସେଥିପାଇଁ ଦର୍ଶକେ ବେଶ୍‌ ଉତ୍ସାହିତ ଅଛନ୍ତି। ଧର୍ମା ପ୍ରଡକସନ୍‌ ବ୍ୟାନରରେ ନିର୍ମାଣ କରାଯାଇଥିବା ଏହି ଫିଲ୍ମ ପ୍ରଥମଥର ଲାଗି ଅରିଜନାଲ ଫିଲ୍ମ ଭାବେ ନେଟଫ୍ଲିକ୍ସରେ ରିଲିଜ୍‌ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri