ବଇଣ୍ଡା,୩।୧୨(ଡି.ଏନ.ଏ.)-ହଣ୍ଡପା ଓ ବଇଣ୍ଡା ଫାଣ୍ଡି ପୋଲିସ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରି ମଦ ଜବତ କରିବାସହ ୨ ଜଣଙ୍କୁ ଗିରଫ କରି ଆଠମଲ୍ଲିକ କୋର୍ଟଚାଲାଣ କରିଛି। ଧଉରାଗୋଠ ଗ୍ରାମରେ ଚଢାଉ କରି ଦେବଶ୍ରୀ ପ୍ରଧାନଙ୍କ ଘରୁ ୪ ଲିଟର, କଦଳୀମୁଣ୍ଡା ଗ୍ରାମର କୃଷ୍ଣ ପ୍ରଧାନଙ୍କ ଘରୁ ୫ ଲିଟର ଦେଶୀ ମଦ ଜବତ କରାଯିବା ସହ ସେମାନଙ୍କୁ ଗିରଫ କରାଯାଇଛି। ଏ ନେଇ ନଂ. ୨୧୩/୧୯, ୨୧୪/୧୯ରେ ମାମଲା ରୁଜୁ କରାଯାଇଛି।
Posted inଅନୁଗୋଳ, ଆମ ଜିଲା ଖବର View All
କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ
ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…
ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର
ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍ ଦେବାରେ ପଛଘୁଞ୍ଚା…
ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ
ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…
ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…
ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…
ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…
ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…
ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର
ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…
୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ
ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ…
ଭୋଜି ହେଲା କାଳ: ନଦୀକୁ ଖସି ପଡ଼ି ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ
ହାଟଡିହୀ/ଛେନାପଦୀ,୭।୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହଦଗଡ଼ ସାଳନ୍ଦୀ ନଦୀକୁ ଖସି ପଡି ଜଣେ ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବନ୍ତ…
Archives

