ମଦ ପିଇ ମା’ଙ୍କ ଜୀବନଗଲା, ପୁଅ ଗୁରୁତର

ବଡ଼ଗାଁ,୨୬।୭(ଡି.ଏନ୍‌.ଏ.): ରାଜ୍ୟରେ ମଦ ବିକ୍ରେତାଙ୍କୁ ପୁରସ୍କୃତ କରାଯିବା ପ୍ରସଙ୍ଗ ନେଇ ନବୀନ ସରକାରଙ୍କୁ ବିରୋଧୀ ସମାଲୋଚନା କରିଥିବାବେଳେ ମଦ ବିରୋଧୀ ସଂଗଠନ, ଗାଁ ଗହଳିର ମହିଳାମାନେ ଆନ୍ଦୋଳନ କରିଆସୁଛନ୍ତି। ତଥାପି ଲୋକେ ସଚେନତନ ହେଉନାହାନ୍ତି। ଫଳରେ ମଦ ଯୋଗୁ ଅନେକ ପରିବାର ଉଜୁଡ଼ିଯାଉଛି। ଏପରି ଏକ ଘଟଣା ଦେଖିବାକୁ ମିିଳିଛି ସୁନ୍ଦରଗଡ଼ ଜିଲା ବଡ଼ଗାଁର ଲିଟିପଡ଼ାରେ। ଏହି ଗାଁରେ ଦେଶୀ ମଦ ପିଇ ଗୋଟିଏ ପରିବାର ଉଜୁଡ଼ି ଯିବା ଭଳ ଦୁର୍ଭାଗ୍ୟଜନକ ଘଟଣା ଘଟିଛି। ମଦ ପିଇ ଲିଟିପଡ଼ାରେ ଗତ ୫ ବର୍ଷ ମଧ୍ୟରେ ୭ରୁ ଊର୍ଦ୍ଧ୍ୱ ମୃତ୍ୟୁ ଘଟିଥିବାବେଳେ ଗୁରୁବାର ରାତିରେ ଫୁଲ ହାଁସଦା (୫୫)ଙ୍କ ମଦ ଜନିତ ମୃତ୍ୟୁ ଘଟିଛି। ସେହିପରି ତାଙ୍କ ପୁଅ ଦେବରାଜ ହାଁସଦା(୨୫) ମଦ ପିଇ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ବଡ଼ଗାଁ ଡାକ୍ତରଖାନାରେ ଚିକିତ୍ସା ପରେ ଶୁକ୍ରବାର ପୂର୍ବାହ୍ନରେ ସୁନ୍ଦରଗଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଗତବର୍ଷ ଦେବରାଜଙ୍କ ପିତା ଡେରିହା ହାଁସଦାଙ୍କ ମଧ୍ୟ ମଦମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri