ମଦ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ସଂଘ

ବେଗୁନିଆପଡା,୧୧ା୪(ଡି.ଏନ.ଏ.)-ବେଗୁନିଆପଡା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି। ଦୋକାନ ବଜାରରେ ଚୋରା ମଦ ଓ ସରକାରୀ ସ୍ବୀକୃତିପ୍ରାପ୍ତ ପାଉଚ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ଚନ୍ଦନପୁର ଗ୍ରାମରେ ଚୋରା ମଦ ବିକ୍ରି ହେବା ଫଳରେ ଆଖପାଖ ଗ୍ରାମରୁ ଅନେକ ଲୋକ ଆସୁଛନ୍ତି। ମଦ ପାଇଁ ଗହଳି ହେବାରୁ ଗ୍ରାମ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନେ ଗୁରୁବାର ଗଁାରେ ବିକ୍ରି କରୁଥିବା ଚୋରା ବେପାରୀଙ୍କ ଘରକୁ ଯାଇ ମଦ ବିକ୍ରି ବନ୍ଦ କରିବାକୁ କହିଥିଲେ। ଶୁକ୍ରବାର କେତେ ଜଣ ବେପାରୀ ପୁଣି ମଦ ବିକ୍ରି କରିବା ସହିତ ମହିଳାଙ୍କୁ ଧମକ ଦେଉଥିବା ଜଣାପଡିବା ପରେ ପୁଣି ମହିଳାମାନେ ବେଗୁନିଆପଡା ଫାଣ୍ଡିକୁ ଖବର ଦେବା ସହିତ ବେପାରୀଙ୍କ ଘରକୁ ଯାଇ ତାଗିଦ କରିଥିଲେ। ଏ ସମ୍ପର୍କରେ ଫାଣ୍ଡି ଅଧିକାରୀ ଦୀପ୍ତୀ ରଞ୍ଜନ ବେହେରାଙ୍କୁ ପଚାରିବାରୁ ମହିଳା ସଂଘ ଚୋରା ମଦ ବନ୍ଦ କରିବା ପାଇଁ ସହଯୋଗ ମାଗିଛନ୍ତି। ଆମେ ନିଶ୍ଚିତ ସେମାନଙ୍କୁ ସାହାଯ୍ୟ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri