ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର ଶିକାର ହୋଇଥିବା କେତେକ ମହିଳା ଥାନାକୁ ଆସି ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…
ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…
ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ
ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…
ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ
ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…
ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ
କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…
ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…
ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍ ପହଞ୍ଚିଥିଲା।…
୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍ ଜବତ କରି…
ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…
ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…
ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…
ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..
ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍କୁ…
Archives

