ମଦ ରନ୍ଧାବେଳେ ପୋଲିସର ଚଢାଉ

ଶଙ୍କରାଖୋଲ,୧୬ା୬(ଡି.ଏନ୍‌.ଏ.)- ଟିକାବାଲି ଥାନା ଅଞ୍ଚଳ ବାଞ୍ଜାମାହା ଗ୍ରାମ ସଂଲଗ୍ନ ଜଙ୍ଗଲରେ ମଙ୍ଗଳବାର ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରିଥିଲା। ଜଙ୍ଗଲରେ ଥିବା ଏକ ନାଳ ନିକଟରେ ଦେଶୀ ମହୁଲି ମଦ ରନ୍ଧାଯାଉଥିବାବେଳେ ପୋଲିସକୁ ଦେଖି ମଦ ରନ୍ଧାଳୀ ଖସି ପଳାଇଥିଲେ। ପୋଲିସ ୨୦୦ ଲିଟର ପୋଚ ନଷ୍ଟ କରିବା ସହ ମଦ ରନ୍ଧା ସରଞ୍ଜାମ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?