ମଦ ସହ ସ୍କୁଟି ଜବତ, ୩ ଗିରଫ

ବଇଣ୍ଡା,୧୫।୭ (ଡି.ଏନ.ଏ.)-ହଣ୍ଡପା ପୋଲିସ ରବିବାର ରାତିରେ ବିଭିନ୍ନ ଗ୍ରାମରେ ଚଢାଉ କରି ମଦ ସହିତ ସ୍କୁଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ଲୁହାମୁଣ୍ଡା ଗ୍ରାମର ନରେନ୍ଦ୍ର ସ୍ବାଇଁ ବଇଣ୍ଡାରୁ ଏକ ସ୍କୁଟିରେ ୧୨ଟି ବିଦେଶୀ ମଦ ବୋତଲ ନେଇ ଲୁହାମୁଣ୍ଡା ଢାବାକୁ ଯାଉଥିବାବେଳେ ପୋଲିସ ହାତରେ ଧରାପଡ଼ିଥିଲେ। ସେହିପରି ଲୁହାମୁଣ୍ଡା ଗ୍ରାମରେ ଚଢାଉ କରି ବେକୁ ସେଠୀଙ୍କ ଘରୁ ୨୨ଟି ପାଉଚ ମଦ ଜବତ କରାଯାଇଛି। ସେହିପରି ଚାକୁଣ୍ଡାମୁଣ୍ଡା ଗ୍ରାମର ନିତ୍ୟାନନ୍ଦ ବେହେରାଙ୍କ ଘରୁ ୨୫ଟି ପାଉଚ ମଦ ଜବତ କରାଯାଇଛି। ଏଥିସହ ସେମାନଙ୍କୁ ଗିରଫ କରାଯାଇଛି। ଏମାନେ ଚୋରା ମଦ ବିକ୍ରି କରୁଥିବା ଖବରପାଇ ହଣ୍ଡପା ଆଇଆଇସି ଲବ ବୋଡ଼ା, ଏଏସଆଇ କୁନି ବାରିକ, ଫାଣ୍ଡି ଅଧିକାରୀ ଆର ବିଶ୍ୱାଳ ପ୍ରମୁଖ ଚଢାଉ କରିଥିଲେ। ଏ ନେଇ ନଂ. ୧୧୮/୧୯, ୧୧୯/୧୯, ୧୨୦/୧୯ରେ ୩ଟି ମାମଲା ରୁଜୁ କରାଯାଇ ସେମାନଙ୍କୁ ଆଠମଲ୍ଲିକ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri