ମଦସହ ୩ ବାଇକ ଜବତ, ୩ ଗିରଫ

ବେଗୁନିଆପଡ଼ା,୧୫ା୫(ଡି.ଏନ.ଏ.)- କରୋନା କଟକଣାର ଫାଇଦା ନେଇ ଅସାଧୁ ମଦ ବେପାରୀ ମାତିଛନ୍ତି। ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ଶୁକ୍ରବାର ଶାଳବଣ ଛକରେ ପାଟ୍ରୋଲିଂବେଳେ ବାଇକରେ ମଦ ନେଇ ଯାଉଥିବା ୩ ଜଣଙ୍କୁ ଗିରଫ କରିବା ସହ ୬ଶହ ଲିଟର ମଦ ଓ ବାଇକ ଜବତ କରିଛନ୍ତି। ଗିରଫମାନେ ହେଲେ ଦିବାକର ଶବର, ରମେଶ ଶବର ଓ ଲାଖିଆ ଶବର। ଖଲ୍ଲିକୋଟ ଥାନା ବାଦପଲ୍ଲୀ ପଞ୍ଚାୟତ ଗୁଣ୍ଡୁରୁପଲ୍ଲୀ ଅଞ୍ଚଳରୁ ଏମାନେ ମଦ ନେଇ ଆସୁଥିଲେ। ଘଟଣାରେ ବ୍ୟବହୃତ ୩ ବାଇକକୁ ମଧ୍ୟ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri