Posted inଜାତୀୟ

ମଦ୍ରାସାରେ ଦିଆଯିବ ଏନ୍‌ସିସି ଏବଂ ଏନ୍‌ଏସ୍‌ଏସ୍‌ ପ୍ରଶିକ୍ଷଣ

ଲକ୍ଷ୍ନୌ,୧୩।୧୧: ଏଣିକି ଉତ୍ତରପ୍ରଦେଶର ସମସ୍ତ ମଦ୍ରାସାରେ ଏନ୍‌ସିସି ଏବଂ ଏନ୍‌ଏସ୍‌ଏସ୍‌ ପ୍ରଶିକ୍ଷଣ ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମଦ୍ରାସା ଶିକ୍ଷାର୍ଥୀଙ୍କୁ ସାମାଜିକ କାର୍ଯ୍ୟରେ ନିୟୋଜିତ କରାଯାଇପାରିବ। ଏନେଇ ବୁଧବାର ରାଜ୍ୟ ମଦ୍ରାସା ବୋର୍ଡ ରେଜିଷ୍ଟାର ରାଘବେନ୍ଦ୍ର ସିଂ  ସୂଚନା ଦେଇଛନ୍ତି। ମଦ୍ରାସା ଶିକ୍ଷାର୍ଥୀଙ୍କ ମଧ୍ୟରେ ଭାଇଚାରା ଏବଂ ନିରପେକ୍ଷତା ଏହା ଦ୍ୱାରା ବୃଦ୍ଧି ପାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri