Posted inଫୁରସତ

ମଦ୍ୟପାନ କରି କିକ୍‌ ମାରିଲେ ଷ୍ଟାର୍ଟ ହେବନି ବାଇକ

ପ୍ରୟାଗରାଜ, ୧୮।୨: ମଦ୍ୟପାନ କରି ରାସ୍ତାରେ ଗାଡ଼ି ଚଳାଇବା ଯୋଗୁ ବହୁ ଦୁର୍ଘଟଣା ଘଟିଥାଏ। ତେବେ ଉତ୍ତରପ୍ରଦେଶର ମୋତିଲାଲ ନେହେରୁ ପ୍ରାଦ୍ୟୋଗିକ ସଂସ୍ଥାନର ୧୩ ଜଣ ଛାତ୍ରୀଛାତ୍ର ଏକ ନିଆରା ହାଇବ୍ରିଡ୍‌ ଇଲେକ୍ଟ୍ରିକ୍‌ ବାଇକ ତିଆରି କରିଛନ୍ତି। ମଦ୍ୟପାନ କରି ନିଶାସକ୍ତ ଅବସ୍ଥାରେ କିକ୍‌ ମାରିଲେ ଏହି ବାଇକ ଷ୍ଟାର୍ଟ ହେବନାହିଁ। ଏଥିରେ ଲଗାଯାଇଥିବା ଆଧୁନିକ ଆଲକୋହଲ ସେନସର ଯୋଗୁ ଏଭଳି ହେବ। ଛାତ୍ରୀଛାତ୍ର ମାନେ ଏହି ବାଇକର ନାମ ଗରୁଡ଼ ରଖିଛନ୍ତି। ଏହାକୁ ୨୫ ହଜାର ଟଙ୍କାରେ ନିର୍ମାଣ କରାଯାଇଛି। ଏହାଦ୍ୱାରା ରାସ୍ତା ଦୁର୍ଘଟଣା କମି ପାରିବ ବୋଲି ଏହାର ଡିଜାଇନିଂ କୋର୍ଡିନେଟର ପ୍ରଫେସର ଶିବେଶ ଶର୍ମା କହିଛନ୍ତି। ବାଇକରେ ୨ ଜଣ ଲୋକ ଆରାମରେ ଯାତ୍ରା କରିପାରିବେ ବୋଲି ପ୍ରଫେସର ଗିତିକା, ଟି. ଲହରୀ, ନୀତୀଶ ପୁରୋହିତ ଏବଂ ଆର୍‌,ଆର୍‌, ତିଓ୍ବାରୀ ପ୍ରମୁଖ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri