ମଧୁମେହ ରୋଗୀଙ୍କ ପାଇଁ ଉପକାରୀ କ୍ୟାପ୍ସିକମ୍‌

ସାଧାରଣତଃ କ୍ୟାପ୍ସିକମକୁ ଚିଲି ତରକାରୀ କିମ୍ବା ସାଲାଡରେ ବ୍ୟବହାର କରାଯାଏ। କ୍ୟାପ୍ସିକମ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହା ଶରୀର ପାଇଁ ବହୁ ଉପକାରୀ ମଧ୍ୟ। ବଜାରରେ ଲାଲ, ସବୁଜ ଓ ହଳଦିଆ ରଙ୍ଗର କ୍ୟାପ୍ସିକମ ବିକ୍ରି ହୋଇଥାଏ। ଏଥିରେ ଭିଟାମିନ୍‌ ଏ, ସି ଏବଂ ଇ ଭରପୂର ମାତ୍ରାରେ ଥାଏ। ମେଦବହୁଳତା ଓ ଡାଇବେଟିସ ଏହି ଦୁଇଟି ରୋଗ ଆଜିକାଲି ଏକ ସାଧାରଣ ରୋଗ ଭାବେ ଉଭା ହୋଇଛି। ଏହି ଦୁଇ ରୋଗରେ ପୀଡିତ ବ୍ୟକ୍ତିଙ୍କ ପାଇଁ କ୍ୟାପ୍ସିକମ୍‌ ନିହାତି ଜରୁରୀ। ଶରୀରରୁ ଚର୍ବି ହ୍ରାସ କରିବାର କ୍ଷମତା ରଖୁଥିବା କ୍ୟାପ୍ସିକମ ସୁଗାର ସ୍ତରକୁ ମଧ୍ୟ ନିୟନ୍ତ୍ରଣ ରଖିଥାଏ। ମଧୁମେହ ରୋଗୀଙ୍କ ପାଇଁ ବି ଭାରି ଉପଯୋଗୀ. ତା’ଛଡ଼ା ମାନସିକ ଚାପ ଓ ହୃଦରୋଗକୁ ମଧ୍ୟ ନିୟନ୍ତ୍ରଣ କରିବାର କ୍ଷମତା ରଖିଛି କ୍ୟାପ୍ସିକମ୍‌। ଅଣ୍ଟା ଏବଂ ଆଣ୍ଠୁଗଣ୍ଠି ସମସ୍ୟା ଥିବା ଲୋକେ ମଧ୍ୟ କ୍ୟାପ୍ସିକମ୍‌ ଖାଇବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ହାଇ-ଏଥାନଲ ପେଟ୍ରୋଲରୁ ଏକ୍ସସାଇଜ ଡ୍ୟୁଟି ସମ୍ପୂର୍ଣ୍ଣ ଛାଡ଼

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆ (West Asia)ରେ ଜାରି ରହିଥିବା ଯୁଦ୍ଧ ଏବଂ ଉତ୍ତେଜନା କାରଣରୁ ବିଶ୍ୱ ଶକ୍ତି ବଜାର (Global Energy Market)ରେ ସୃଷ୍ଟି ହୋଇଥିବା ହାହାକାର…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri