ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଲବଙ୍ଗ

ସାଧାରଣତଃ ଲବଙ୍ଗକୁ ମସଲାଭାବେ ବ୍ୟବହାର କରାଯାଇଥାଏ। ହେଲେ ଏହାର ଅନ୍ୟ ଔଷଧୀୟ ଗୁଣ ମଧ୍ୟ ରହିଛି। ଲବଙ୍ଗରେ ମ୍ୟାଗ୍ନେସିୟମ, ଭିଟାମିନ-ସି, ଭିଟାମିନ-କେ ଏବଂ ଭିଟାମିନ-ଇ ଆଦି ଉପକାରୀ ତତ୍ତ୍ବ ରହିଥାଏ। ଲବଙ୍ଗକୁ ଦାନ୍ତ ବିନ୍ଧା, ପେଟ ଫୁଲିବା, କାଶ, ଓଜନ କମାଇବା ଓ ହଜମ ପାଇଁ ବ୍ୟବହାର କରାଯାଏ। ଲବଙ୍ଗରୁ ପ୍ରସ୍ତୁତ ଚା’ ମଧୁମେହ ଠାରୁ ଦୂରେଇ ରଖିଥାଏ। ଏହା କୋଲେଷ୍ଟ୍ରଲ ସ୍ତର କମାଇ ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଯକୃତ ରୋଗରୁ ଉପଶମ ପାଇଁ ଲବଙ୍ଗ ବେଶ ଉପକାରୀ। ଲବଙ୍ଗ ତେଲ ଲଗାଇବା ଦ୍ୱାରା ଦାନ୍ତବିନ୍ଧା ଦୂର ହୋଇଥାଏ । ଲବଙ୍ଗ ବ୍ଲଡ ସୁଗାରକୁ ନିୟନ୍ତ୍ରଣ କରିଥାଏ, ତେଣୁ ମଧୁମେହ ପାଇଁ ମଧ୍ୟ ଖୁବ ଉପକାରୀ। ଋତୁ ପରିବର୍ତ୍ତନ ସମୟରେ ସାଧାରଣତଃ ଲୋକମାନଙ୍କୁ ଜ୍ବର ବା ଥଣ୍ଡା ହୋଇଥାଏ। ଏହି ସମୟରେ ଲବଙ୍ଗ ସେବନ କରିବା ଦ୍ବାରା ଥଣ୍ଡାରୁ ମୁକ୍ତି ମିଳିବା ସହ ଗଳାରେ ହେଉଥିବା ଯନ୍ତ୍ରଣା ମଧ୍ୟ ଦୂର ହୋଇଥାଏ। ଗ୍ୟାସ ପାଇଁ ସବୁଠାରୁ ଲାଭକାରୀ ହେଉଛି ଲବଙ୍ଗ। ଗ୍ୟାସ ଏବଂ କବଜରୁ ମୁକ୍ତି ପାଇବା ପାର୍ଇ ପ୍ରତ୍ୟେକ ଦିନ ସକାଳୁ ଖାଲି ପେଟରେ ଗୋଟେ ଗିଲାସ ପାଣିରେ କିଛି ବୁନ୍ଦା ଲବଙ୍ଗ ତେଲ ପକାଇ ସେବନ କରିବା ଦ୍ବାରା ଏହି ସମସ୍ୟାରୁ ରକ୍ଷା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?