ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଅଁଳା ରସ

ହର୍ବାଲ୍‌ ଔଷଧ ମଧ୍ୟରେ ଅଁଳା ଅନ୍ୟତମ। ଏହାର ବ୍ୟବହାର ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ କରାଯାଇଆସୁଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ କାର୍ବୋହାଇଡ୍ରେଟ୍‌ ଭଳି ତତ୍ତ୍ୱରେ ଭରପୂର୍‌ ଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ।

ଦୃଷ୍ଟିଶକ୍ତି ବୃଦ୍ଧିରେ ସହାୟକ: ଅଁଳା ଆଖି ପାଇଁ ବରଦାନ। ସକାଳୁ ଖାଲି ପେଟରେ ଅଁଳା ରସ ପିଇଲେ ଦୃଷ୍ଟିଶକ୍ତି ଶୀଘ୍ର ହ୍ରାସ ପାଇ ନ ଥାଏ।

ମଧୁମେହ ନିୟନ୍ତ୍ରଣକାରୀ: ଯଦି ଆପଣ ମଧୁମେହରେ ପୀଡ଼ିତ, ତେବେ ଅଁଳା ଆପଣଙ୍କ ପାଇଁ ବେଶ୍‌ ଭଲ କାମ କରିବ। ମଧୁମେହ ରୋଗୀ ଅଁଳା ରସକୁ ମହୁ ସହ ସେବନ କଲେ ଏହା ଉପରେ ନିୟନ୍ତ୍ରଣ ପାଇପାରିବେ।

ଏସିଡିଟିରୁ ରକ୍ଷା: ଏସିଡିଟିରୁ ରକ୍ଷା ପାଇବାକୁ ଚାହଁୁଥିଲେ ଖାଲି ପେଟରେ ଅଁଳା ରସ ଦୈନନ୍ଦିନ ପିଅନ୍ତୁ।

ରକ୍ତଅଭାବ ପୂରଣ କରେ: ରକ୍ତରେ ହିମୋଗ୍ଲୋବିନ୍‌ କମ୍‌ ହୋଇଥିଲେ, ପ୍ରତିଦିନ ଅଁଳା ରସର ସେବନ କରିବା ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଏହା ଶରୀରରେ ଲାଲ ରକ୍ତ କଣିକା ତିଆରିରେ ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବରୁଣେଇ ପୀଠରେ ସାମୁହିକ ବିବାହ ଉତ୍ସବ: ୪୯ ଯୋଡ଼ିଙ୍କର ଏକାସାଙ୍ଗେ ପଡ଼ିଲା ହାତଗଣ୍ଠି

ଖୋର୍ଦ୍ଧା,୨୧ା୪(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ବରୁଣେଇ ପୀଠରେ ସାମୁହିକ ବିବାହୋତ୍ସବ ଅନୁଷ୍ଠିତ ହୋଇଛି। ଜିଲାରେ ବିଭିନ୍ନ ବ୍ଲକରୁ ମନୋନୀତ ହୋଇଥିବା ୪୯ ଯୋଡ଼ି ଏହି ବିବାହରେ ସାମିଲ…

ଇସଲାମାବାଦ ଆଲୋଚନାରେ ନୂଆ ଟୁଇଷ୍ଟ! ଯୋଗ ଦେବେ ଟ୍ରମ୍ପ, ଇରାନ ପାଇଁ ଏହା ସରପ୍ରାଇଜ ନାଁ ଆଶ୍ଚର୍ଯ୍ୟକର ଘଟଣା? ଜାଣନ୍ତୁ…

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ଇସଲାମାବାଦରେ ହେବାକୁ ଥିବା ଇରାନ ସହିତ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି; କିନ୍ତୁ, ସେ ବ୍ୟକ୍ତିଗତ ଭାବରେ ଯୋଗ…

ମୁଁ ନିଜକୁ ଅସହଜ ମନେ କରୁଛି….ମୈଥିଲିଙ୍କ ଚାଞ୍ଚଲ୍ୟକର ବୟାନ

କୋଲକାତା,୨୧।୪:ଭାଜପା ବିଧାୟକ ମୈଥିଲି ଠାକୁର ବଙ୍ଗଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ହୁଗଲି (ପଶ୍ଚିମବଙ୍ଗ)କୁ ନିର୍ବାଚନ ପ୍ରଚାର ପାଇଁ ଆସିଛନ୍ତି। ବଙ୍ଗଳାରେ ପହଞ୍ଚିବା ପରେ…

ରାତିରେ ଏତିକି ଘଣ୍ଟା ଶୋଉଛନ୍ତି ଭାରତର ମୁଖ୍ୟ ବିଚାରପତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୪: ମଦୁରାଇ ଜିଲା କୋର୍ଟ ପରିସରରେ ଅତିରିକ୍ତ କୋର୍ଟ କୋଠା ଏବଂ ମାଡ୍ରାସ ହାଇକୋର୍ଟର ମଦୁରାଇ ବେଞ୍ଚ ପାଇଁ ନୂତନ ଅତିଥି ଗୃହ ଉଦ୍‌ଘାଟିତ ହୋଇଥିଲା। ଏହି…

ଗିରଫ ହେଲେ ପୂର୍ବତନ କ୍ରିକେଟରଙ୍କ ଶଳା-ଶ୍ୱଶୁର

ମୁମ୍ବାଇ,୨୧।୪: ପୂର୍ବତନ ଭାରତୀୟ କ୍ରିକେଟର ଏବଂ ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନଙ୍କ ଶ୍ୱଶୁର ଘର ଘରେ ଉତ୍ତେଜନା ଦେଖାଦେଇଛି। ମୁମ୍ବାଇ ପୋଲିସ ୟୁସୁଫ ପଠାନଙ୍କ ଶ୍ୱଶୁର…

ଗତକାଲିଠୁ ଥିଲେ ନିଖୋଜ, ଆଜି ମୁର୍ମୂଷୁ ଅବସ୍ଥାରେ କେନାଲରୁ ମିଳିଲେ ନାବାଳକ

ଭଦ୍ରକ, ୨୧।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ନଳାଙ୍ଗ କେନାଲ ବନ୍ଧରୁ ମୁର୍ମୂଷ ଅବସ୍ଥାରେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ସୋମବାର ସନ୍ଧ୍ୟାରୁ ନାବାଳକ ଜଣକ…

ଇରାନ ସହିତ ଯୁଦ୍ଧ ମଧ୍ୟରେ ଜେଲ ଯିବେ ବେଞ୍ଜାମିନ ନେତାନ୍ୟାହୁ!

ଜେରୁଜେଲମ,୨୧।୪: ହଙ୍ଗେରୀର ନୂତନ ପ୍ରଧାନମନ୍ତ୍ରୀ ପିଟର ମାଗୟାର ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଯଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

ଯାଜପୁର ରେଳ ଷ୍ଟେଶନରୁ ୧୪ ନାବାଳକ ଉଦ୍ଧାର: କୁଆଡେ ଯାଉଥିଲେ, କିଏ ନେଉଥିଲେ… ତଦନ୍ତ ଆରମ୍ଭ

ଭଦ୍ରକ, ୨୧।୪(ସନାତନ ରାଉତ): ବିହାର ରାଜ୍ୟରୁ ଯାଜପୁରରୋଡ଼ ଷ୍ଟେଶନ ଅଭିମୁଖେ ଯାଉଥିବା ୧୪ ନାବାଳକଙ୍କୁ ଉଦ୍ଧାର କରିଛି ଭଦ୍ରକ ଚାଇଲଡ ଲାଇନ ଓ ରେଳବାଇ ପୋଲିସ l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri