ମଧୁମେହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଅଟାର ରୁଟି: ଖାଇଲେ ନିୟନ୍ତ୍ରଣରେ ରହିବ ସୁଗାର

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ରୋଗୀଙ୍କ ସଂଖ୍ୟା ଦିନକୁଦିନ ବଢ଼ିବାରେ ଲାଗିଛି। ଉକ୍ତ କାରଣରୁ ମଧୁମେହ ରୋଗୀଙ୍କଠାରେ ହୃଦ୍‌ରୋଗ, କିଡ୍‌ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଉପଶମ ପାଇଁ ରୋଗୀ ଇନ୍‌ସୁଲିନ୍‌ ନେଇଥାଆନ୍ତି। ମାତ୍ର ଖାଦ୍ୟପେୟ ଓ ଜୀବନଶୈଳୀରେ ପରିବର୍ତ୍ତନ ଏହି ସମସ୍ୟାକୁ କମ୍‌ କରିବା ସହିିତ ଇନ୍‌ସୁଲିନ ନେବାରୁ ମୁକ୍ତି ଦେଇଥାଏ। ଏତଦ୍‌ବ୍ୟତୀତ ମଧୁମେହ ରୋଗୀ ଅଟାରୁଟି ଖାଇବା ଫଳରେ ଏହି ସମସ୍ୟା ଦୂର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ…

ହାଇ ଫାଇଭର ରୁଟି: ମଧୁମେହ ରୋଗୀ ହାଇ ଫାଇଭର ରୁଟି ଖାଇବା ଉଚିତ । ଏହା ରକ୍ତ ଶର୍କରାକୁ ନିୟନ୍ତ୍ରଣରେ ରଖିଥାଏ। ଏହି ଶ୍ରେଣୀରେ ଯଅ, ବାଜରା ଆଦି ରହିଥାଏ। ଏଥିରେ ଫାଇଭରର ମାତ୍ରା ଅଧିକ ରହିଥାଏ।

କାର୍ବୋହାଇଡ୍ରେଡ୍‌, କ୍ୟାଲୋରି : ସ୍ୟାଣ୍ଡଓ୍ବିଚ୍‌ କିମ୍ବା ରୁଟି ଖାଇବା ସମୟରେ ସେଥିରେ ଯେପରି କାର୍ବୋହାଇଡ୍ରେଡ୍‌, କ୍ୟାଲୋରି ପରିମାଣ ନ ରୁହେ ଦୃଷ୍ଟି ଦିଅନ୍ତୁ। ଯାହାର ବିକଳ୍ପରେ ଆପଣ ବିଭିନ୍ନ ଶସ୍ୟ ବା (ମଲ୍‌ଟି ଗ୍ର୍ରିନ୍‌)କୁ ବାଛିପାରିବେ।

ଗହମ, ଚାଉଳ ରୁଟି: ମଧୁମେହ ରୋଗୀ ଗହମ ଓ ଚାଉଳରେ ପ୍ରସ୍ତୁତ ରୁଟିକୁ ମିଶାଇ ଖାଇପାରିବେ।

ଚଣା ରୁଟି: ମଧୁମେହ ରୋଗୀଙ୍କ ଲାଗି ଏହା ବରଦାନ ସଦୃଶ ହୋଇଥାଏ। ଅନେକ ସମୟରେ ଡାକ୍ତର କେବଳ ଅଟା ରୁଟି ଖାଇବା ବଦଳରେ ଚଣା ଓ ଅଟା ରୁଟି ଖାଇବାକୁ ପସନ୍ଦ କରିଥାନ୍ତି। ଏହା ସୁଗାର ସ୍ତରକୁ ନିୟନ୍ତ୍ରଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri