ମଧୁସୂଦନ ନଗର, ଝାରପଡ଼ା ଆବଦ୍ଧ ଅଞ୍ଚଳ ଘୋଷଣା ନେଇ ଚାଲିଛି ଆଲୋଚନା

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରର ୟୁନିଟ୍‌-୪ ଅନ୍ତର୍ଗତ ମଧୂସୂଦନ ନଗର ଓ ଝାରପଡ଼ା ଅଞ୍ଚଳରୁ ଜଣେ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ସମ୍ପୃକ୍ତ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯିବ କି ନାହିଁ ସେନେଇ ଆଲୋଚନା ଚାଲିଥିବା ବିଏମ୍‌ସି ପକ୍ଷରୁ ଜଣାପଡ଼ିଛି। ବିଏମ୍‌ସିର ଜଣେ ଅଧିକାରୀ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ବିଏମ୍‌ସି ଅଧୀନରେ ଥିବା ସୂର୍ଯ୍ୟନଗର, ବମିଖାଲ, ସତ୍ୟନଗର, ସୁନ୍ଦରପଦା ଓ ଯଦୁପୁର ଅଞ୍ଚଳକୁ ସିଲ୍‌ କରାଯାଇଛି। ଏବେ ସେ ସମସ୍ତ ଅଞ୍ଚଳରେ ବିଏମ୍‌ସି ସେବା ଯୋଗାଉଥିବାବେଳେ ଲୋକଙ୍କୁ ନିଜ ଘରେ ରହିବାକୁ ପରାମର୍ଶ ଦେଇଛି। ବିଏମ୍‌ସି କମିଶନରଙ୍କ ନେତୃତ୍ୱରେ କେଉଁ ଅଞ୍ଚଳ ସିଲ୍‌ କରାଯାଉଛି ତାହା ସ୍ଥିର କରାଯାଉଥିବାବେଳେ ଏବେ ବିଭାଗୀୟ ସ୍ତରରେ ଉପରୋକ୍ତ ଦୁଇଟି ଅଞ୍ଚଳକୁ ସିଲ୍‌ କରାଯିବ କି ନାହିଁ ସେନେଇ ଖୁବ୍‌ଶୀଘ୍ର ନିଷ୍ପତ୍ତି ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?