Posted inଜାତୀୟ

ମଧ୍ୟପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡକୁ ନେଇ ପୁଣି ହେଲା ଚର୍ଚ୍ଚା: ଆଗରେ ଜ୍ୟୋତିରାଦିତ୍ୟ

ଭୋପାଳ,୨।୯: ବେଶ୍‌ କିଛି ମାସ ହେବ ଲୋକ ସଭା ନିର୍ବାଚନ ସରିଥିଲେ ମଧ୍ୟ କଂଗ୍ରେସ ଏପର୍ଯ୍ୟନ୍ତ ଯେମିତି ଏଥିରୁ ବାହାରି ପାରି ନାହିଁ। କାରଣ ଏପର୍ଯ୍ୟନ୍ତ ଦଳ ମଧ୍ୟରେ ଲାଗି ରହିଥିବା ସମସ୍ୟା ଗୁଡିକ ସମାଧାନ ହୋଇ ପାରୁନାହିଁ। ଦଳ ଏପର୍ଯ୍ୟନ୍ତ ନା ନିଜର ଅଧ୍ୟକ୍ଷ ପଦ ସ୍ଥିର କରି ପାରୁଛି ନା ମଧ୍ୟପ୍ରଦେଶ କଂଗ୍ରେସର ଅଧ୍ୟକ୍ଷ ପଦ ପୂରଣ ହୋଇ ପାରୁଛି। ଫଳରେ କର୍ମକର୍ତ୍ତାଙ୍କ ଚାପରେ ଏକ ପ୍ରକାର ଶ୍ୱାସରୁଦ୍ଧ ହୋଇ ଗଲାଣି କଂଗ୍ରେସ। ମଧ୍ୟପ୍ରଦେଶ ଅଧ୍ୟକ୍ଷ ପଦକୁ ନେଇ କେତେଜଣ ନେତାଙ୍କ ନାଁ ସାମ୍ନାକୁ ଆସିଥିବା ବେଳେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଏହି ପଦ ମିଳୁ ବୋଲି ବହୁ ଆଗରୁ ତାଙ୍କ ସମର୍ଥକମାନେ ଦାବି କରି ଆସୁଛନ୍ତି। ଆଉ ଏବେ ଏହା ଜୋର୍‌ ଧରିଛି। କାରଣ ନିକଟରେ ଗ୍ବାଲିୟରରେ ଏହାକୁ ନେଇ ପୋଷ୍ଟର ଓ୍ବାର ଆରମ୍ଭ ହୋଇଯାଇଛି। ଏଠାରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କର ଏକ ପୋଷ୍ଟର ଲଗାଇ କର୍ମୀମାନେ ତାଙ୍କୁ ଅଧ୍ୟକ୍ଷ ଭାବେ ନିର୍ବାଚତ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri