Posted inଜାତୀୟ

ମଧ୍ୟପ୍ରଦେଶ ସଙ୍କଟ: ଭଙ୍ଗାଗଢ଼ା ରାଜନୀତି ଛାଡ଼ି ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଲେ ସୁପ୍ରିମ୍‌କୋର୍ଟ

ଭୋପାଳ,୧୯।୩: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଲନାଥ ସରକାରଙ୍କ ସଙ୍କଟ ବଢ଼ିଚାଲିଛି। ଗୁରୁବାର ସୁପ୍ରିମ୍‌କୋର୍ଟ ବିଧାନସଭାରେ ଶୀଘ୍ର ଶକ୍ତି ପରୀକ୍ଷା କରିବାକୁ କହିଛନ୍ତି। ବିଦ୍ରୋହୀ ବିଧାୟକ ନିଜର ଇସ୍ତଫା ଦେଇଥିବା ନିଶ୍ଚିତ କରନ୍ତୁ। ଗୋଟିଏ ଦିନରେ ୧୬ ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ନେଇ ନିଷ୍ପତ୍ତି ଗ୍ରହଣ କରାଯିବା ଉପରେ ସର୍ବୋଚ୍ଚ ନ୍ୟାୟାଳୟ ଗୁରୁତ୍ୱାରୋପ କରିଛନ୍ତି। ବିଧାୟକଙ୍କ ଲାଗି ଭିଡ଼ିଓ କନଫରେନ୍ସିଂ ହେବ। ଏଥି ପାଇଁ ଜଣେ ପର୍ଯ୍ୟବେକ୍ଷକଙ୍କୁ ମଧ୍ୟ ନିଯୁକ୍ତ କରାଯିବ। ରାଜ୍ୟରେ ଅଧିକ ଦିନ ଧରି ଭଙ୍ଗାଗଢ଼ା ରାଜନୀତିକୁ ସହ୍ୟ କରାଯିବ ନାହିଁ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, କମଲନାଥ ସରକାର ଶକ୍ତି ପରୀକ୍ଷା ନେଇ ସଙ୍କଟରେ ଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ପ୍ରତି ଅଧିକ ବିଧାୟକଙ୍କ ସମର୍ଥନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌନଶୋଷଣ ନିରୋଧ ଆଇନ ସଚେତନତା

ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ…

ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ…

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ…

କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି।…

ଏହି ଅଭିନେତ୍ରୀଙ୍କ ଯୋଗୁ ଭାଙ୍ଗିଗଲା ଥଲାପତି ବିଜୟଙ୍କ ଘର: ବଢୁଛି ଚର୍ଚ୍ଚା

ତାମିଲ ସୁପରଷ୍ଟାର ଥଲାପତି ବିଜୟଙ୍କ ବ୍ୟକ୍ତିଗତ ଜୀବନ ଚର୍ଚ୍ଚାର ପରିସରକୁ ଆସିଛି। ତାଙ୍କ ସ୍ତ୍ରୀ ସଙ୍ଗୀତା ସୋର୍ନାଲିଙ୍ଗମ ଅଭିନେତାଙ୍କ ଠାରୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଚେଙ୍ଗାଲପଟୁ…

ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୮।୨: ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଚିନ୍ତିତ। ମାତାପିତାମାନେ ସେମାନଙ୍କ ପିଲାମାନଙ୍କ ଶିକ୍ଷାଠାରୁ ଆରମ୍ଭ କରି ସେମାନଙ୍କ ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ସବୁକିଛି ବିଷୟରେ…

ଆମେରିକା କଲା ଏମିତି କାମ, ଆହୁରି ଭୟାବହ ହେବ ଇସ୍ରାଏଲ-ଆମେରିକା ଯୁଦ୍ଧ!

ଓ୍ବାଶିଂଟନ,୨୮।୨: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଇରାନରେ ଏକକାଳୀନ ୩୦ଟି ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ କରାଯାଇଛି।…

Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri