ମଧ୍ୟାହ୍ନ ଭୋଜନ ତଦାରଖ କଲେ ବ୍ଲକ ଅଧକ୍ଷା, ବିଡ଼ିଓ

ଶେରଗଡ,୨୪ା୭(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା ସାରସ ସ୍ବାଇଁ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ତଦାରଖ କରିଥିଲେ। ଛାତ୍ରୀଛାତ୍ର ମାନେ ମଧ୍ୟାହ୍ନ ଭୋଜନ ଖାଉଥିବାବେଳେ ପହଞ୍ଚତ୍ ମାନ ଯାଞ୍ଚ କରିବା ସହ ଛାତ୍ରୀଛାତ୍ରଙ୍କୁ ପଚାରି ବୁଝିଥିଲେ। ଏନେଇ ଶିକ୍ଷକଙ୍କ ସହ କଥା ମଧ୍ୟ ହୋଇଥିଲେ। ସିଆର୍‌ସିସି ବିଷ୍ଣୁ ଚରଣ ମିଶ୍ର ଉପସ୍ଥିତ ଥିବାବେଳେ ଚିତ୍ତ ରଞ୍ଜନ ପାଣିଗ୍ରାହୀ, ସନ୍ତୋଷ କୁମାର ପଟ୍ଟନାୟକ, ଅରୁଣ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri