ମନକୁ ଖୁସି ରଖିବା ପାଇଁ ପ୍ରତିଦିନ ଏଥିରୁ ଗୋଟିଏ…

ପ୍ରତିଦିନ ଲାଲ୍‌ ଲଙ୍କା ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ କ୍ୟାପ୍ସେସିନ୍‌ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହା ସ୍ନାୟୁତନ୍ତ୍ରକୁ ସୁରକ୍ଷିତ ରଖିଥାଏ। ଏହା ମସ୍ତିଷ୍କରେ ଡୋରଫିନ୍‌ ହରମୋନ୍‌ କ୍ଷରଣକୁ ତ୍ୱରାନ୍ବିତ କରିଥାଏ। ଫଳରେ ମନରେ ଖୁସି ଜାତ ହୋଇ ମାନସିକ ଚାପ କମ୍‌ ହୋଇଥାଏ ବୋଲି ସିଓଲ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ଏହା ଶରୀରରେ ଥିବା ଅଧିକ କ୍ୟାଲୋରୀକୁ ହ୍ରାସ କରି ମେଦବହୁଳତାରୁ ମୁକ୍ତି ଦେଇଥାଏ। ପାଚନ କ୍ରିୟାକୁ ଏହା ସ୍ବାଭାବିକ କରିଥାଏ। ସେହିପରି ଏହା ବିଭିନ୍ନ ଯନ୍ତ୍ରଣାକୁ ଲାଘବ କରେ। ଏହା ରକ୍ତରେ ଥିବା ଲିକୋସାଇଟ୍‌କୁ ଆବଶ୍ୟକ ଶକ୍ତି ଯୋଗାଇବାରେ ଗ୍ରହଣ କରିଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରି ହାର୍ଟ ଆଟାକ୍‌ ଆଶଙ୍କାକୁ କମ୍‌ କରିଥାଏ। ଲାଲ୍‌ ଲଙ୍କା ବିଭିନ୍ନ ଫୁସଫୁସ ରୋଗରୁ ମୁକ୍ତି ଦେଇଥାଏ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri