ମନଛୁଆଁ ବାର୍ତ୍ତା ସହ ସାନ ଭଉଣୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରୀଦେବୀଙ୍କର ବି ଟାଉନରେ ରହିଛି ଏକ ଭିନ୍ନ ପରିଚୟ। ଆଜିବି ଦର୍ଶକେ ତାଙ୍କୁ ଭୁଲି ପାରି ନାହାଁନ୍ତି। ଏବେ ତାଙ୍କ ଝିଅ ଜାହ୍ନବୀ କପୁର ବି ଦର୍ଶକଙ୍କର ବେଶ୍‌ ପସନ୍ଦ ଆସିଛନ୍ତି। ତାଙ୍କ ସାନ ଝିଅ ଖୁସି ମଙ୍ଗଳବାର ୧୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବଡ ଭଉଣୀ ଜାହ୍ନବୀ ତାଙ୍କୁ ଭିନ୍ନ ଅନ୍ଦାଜରେ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆରେ ସେ ଖୁସିଙ୍କର କିଛି ଅନ ସିନ୍‌ ଫଟୋ ଶେୟାର କରିଛନ୍ତି। ଆଉ ଏକ ଭାବପୂର୍ଣ୍ଣ ବାର୍ତ୍ତାରେ ଜାହ୍ନବୀ ଲେଖିଛନ୍ତି, ଖୁସିଙ୍କ ପାଇଁ ସେ ଗର୍ବ କରନ୍ତି, କାରଣ ସେ ହେଉଛନ୍ତି ତାଙ୍କ ଲାଇଫ୍‌ ଲାଇନ୍‌, ହାପି ବାର୍ଥ ଡେ, ଆଇ ମିସ୍‌ ୟୁ। ଏହାସହ ଏକ ଭିଡିଓ ମଧ୍ୟ ଶେୟାର ସେ କରିଛନ୍ତି। ଯେଉଁଥିରେ ସେ ହାପି ବାର୍ଥଡେ ସଙ୍ଗ ଗାଉଥିବା ଦେଖାଯାଇଛି। ସୂଚନା ଅନୁଯାୟୀ, ଖୁସି ଏବେ ନ୍ୟୁୟର୍କ ଫିଲ୍ମ ଏକାଡେମୀରେ ପାଠ ପଢୁଛନ୍ତି। ଏହାପରେ ସେ ମୁମ୍ବାଇ ଫେରି ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିବେ ବୋଲି ଶୁଣାଯାଏ। ଏପଟେ ଜାହ୍ନବୀ ତାଙ୍କ ଶୁଟିଂରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri