Posted inଖେଳ

ମନୀଷ ପାଣ୍ଡେଙ୍କ ବିବାହ ଭୋଜିରେ ଧୂମ୍‌ ନାଚିଲେ ଯୁବରାଜ

ମୁମ୍ବାଇ,୫।୧୨: କ୍ରିକେଟର୍‌ ମନୀଷ ପାଣ୍ଡେ ନିଜ ପ୍ରେମିକା ତଥା ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଛନ୍ତି। ମୁମ୍ବାଇର ଏକ ଦ ଲୀଲା ରିସେପ୍ସନ୍‌ ପାର୍ଟି ଦେଇଛନ୍ତି। ଏହି ପାର୍ଟିରେ ଭାରତୀୟ କ୍ରିକେଟ ଦଳର ଅଧିକାଂଶ ସଦସ୍ୟ, ବଲିଉଡ୍‌ ଏବଂ ସାଉଥ୍‌ ସିନେ ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଯୋଗ ଦେଇଥିଲେ। ଭାରତୀୟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂ ମନୀଷ ପାଣ୍ଡେଙ୍କ ଭୋଜିରେ ଯୋଗଦେଇ ଭାଙ୍ଗ୍‌ଡା ନୃତ୍ୟ କରିଥିଲେ। ଏହାସହ ନବବବାହିତ ଯୋଡିଙ୍କୁ ମଧ୍ୟ ଖୁବ୍‌ ନଚାଇଥିଲେ। ବିବାହ ସରିବା ମାତ୍ରେ ମନୀଷ ଭାରତୀୟ ଦଳ ସହ ଯୋଗଦେବେ। କାରଣ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ପାଇଁ ମନୀଷଙ୍କୁ ଦଳରେ ଚୟନ କରାଯାଇଛି। ତେଣୁ ବ୍ୟସ୍ତ କାର୍ଯ୍ୟକ୍ରମ ମଧ୍ୟରେ ସେ ହନିମୁନ ଯାଇପାରିବେ ନାହିଁ ବୋଲି ଜଣପାଡିଛି। ମନୀଷଙ୍କ ନେତୃତ୍ୱରେ କର୍ନାଟକ ଏଥର ସୟଦ ମୁସ୍ତାକ ଅଲୀ ଟି-୨୦ ଚାମ୍ପିୟନ କରାଇଥିବା ହୋଇଛି। ଏହି ଟୁର୍ନାମେଣ୍ଟ ଶେଷ ହେବାର ୧୨ ଘଣ୍ଟା ଭିତରେ ସେ ଆଶ୍ରିତାଙ୍କୁ ନିଜର ଜୀବନସାଥୀ କରିଛନ୍ତି। ଆଶ୍ରିତା ତାମିଲ ଫିଲ୍ମ ଜଗତର ଜଣାଶୁଣା ଅଭିନେତ୍ରୀ। ସେ ଇନ୍ଦ୍ରଜିତ୍‌, ଉଧୟମ, ଏନଏଚ-୪ ସମେତ ୫ଟି ଫିଲ୍ମରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri