ମନ୍ଥର ଗତିରେ ଚାଲିଛି ପୋଲ କାର୍ଯ୍ୟ, ଦେଶୀଡଙ୍ଗାରେ ନଦୀ ପାର ହେଉଛନ୍ତି ଲୋକେ

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ଅଞ୍ଚଳର ଲୋକେ ଆଜି ବି ଦୈନନ୍ଦିନ କାର୍ଯ୍ୟ ପାଇଁ ଦେଶୀଡଙ୍ଗା ଉପରେ ଭରସା କରୁଛନ୍ତି। ଏହି ଅଞ୍ଚଳର ବଡ଼ଚେରଗାଁ, ଉଛୁଲା, ଚହକା, ନୂଆଗାଁ, ପଞ୍ଚାୟତର ହଜାର ହଜାର ଜନସାଧାରଣ ସ୍ବାସ୍ଥ୍ୟ ହେଉ ଅବା ନିତିଦିନିଆ କାମ ପାଇଁ ଜିଲା ସଦର ମହକୁମା ଭବାନୀପାଟଣା ଉପରେ ନିର୍ଭର କରନ୍ତି। କିନ୍ତୁ ଗରଗାବ ନିକଟରେ ଥିବା ଚିରସ୍ରୋତା ତେଲ ନଦୀ ମୁଖ୍ୟ ବାଧକ ସାଜୁଛି। ଉକ୍ତ ନଦୀରେ ପଡ଼ିଥିବା ଡଙ୍ଗାଟି ବହୁ ପରୁଣା ହୋଇଥିଲେ ମଧ୍ୟ ଅନ୍ୟ ଉପାୟ ନାହିଁ। ଅନ୍ୟ ରାସ୍ତା ଦେଇ ଗଲେ ଲୋକଙ୍କୁ ୫୦ କିମି ରାସ୍ତା ଅଧିକ ବୁଲି ଯିବାକୁ ପଡ଼ିଥାଏ। ତେଣୁ ଲୋକେ ଏହି ଡଙ୍ଗା ଉପରେ ହିଁ ନିର୍ଭର କରିଥାନ୍ତି। ବର୍ଷାଦିନେ ଉକ୍ତ ଡଙ୍ଗାରେ ନଦୀ ପାରି ହେବା ବହୁ କଷ୍ଟ। ତିନିବର୍ଷ ତଳୁ ବିଜୁ ସେତୁ ଯୋଜନାରେ ଗରଗାବ ନିକଟରେ ଏକ ପୋଲ ନିର୍ମାଣ କାମ ଆରମ୍ଭ ହୋଇଥିଲା। ହେଲେ କାମ ଅତି ମନ୍ଥର ଗତିରେ ଚାଲିଥିବାରୁ ତାହା କେବେ ସରିବ ବୋଲି ଲୋକେ ଆଶଙ୍କାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ପୁରୁଣା ରେକର୍ଡ, ୧୯୦୧ ପରେ ଚଳିତବର୍ଷର ଅଗଷ୍ଟ ସବୁଠୁ ଉତ୍ତପ୍ତ

ନୂଆଦିଲ୍ଲୀ,୧ା୯(ପି.ଟି.): ୧୯୦୧ ପରେ ଗତ ଅଗଷ୍ଟ ସବୁଠାରୁ ଅଧିକ ଉତ୍ତପ୍ତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ରେକର୍ଡରୁ ଜଣାପଡ଼ିଛି । ଆଇଏମ୍‌ଡି ପକ୍ଷରୁ ପ୍ରକାଶିତ ମାସିକ…

ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ

ବିଶ୍କେକ୍‌,୧ା୯: ବିଶ୍କେକ୍‌ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri