Posted inଜାତୀୟ

ମମତାଙ୍କୁ କଡ଼ା ସମାଲୋଚନା କଲେ ମୋଦି: କୋଲକାତାରୁ ଜାତିସଙ୍ଘରେ ପହଞ୍ଚିଲେ ଦିଦି

ନୂଆଦିଲ୍ଲୀ,୨୨।୧୨: ସିଏଏକୁ ବିରୋଧ କରି ଦେଶବ୍ୟାପି ପ୍ରଦର୍ଶନ କରାଯିବା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ରାମଲୀଳା ମଇଦାନରେ ଆୟୋଜିତ ଧନ୍ୟବାଦ ରାଲିରେ ଯୋଗଦେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଦିଦି ସିଏଏକୁ ବିରୋଧ କରୁକରୁ କୋଲକାତାରୁ ସିଧାସଳଖ ଜାତିସଂଘରେ ପହଞ୍ଚିଯାଇଛନ୍ତି। ଅନୁପ୍ରବେଶକାରୀ ନିଜ ପରିଚୟ ଲୁଚାଉଥିବାବେଳେ ଶରଣାର୍ଥୀ ନିଜ ପରିଚୟ କେବେ ଲୁଚାଇ ନ ଥାନ୍ତି ବୋଲି ସେ କହିଛନ୍ତି। ସିଏଏକୁ ଭଲ ଭାବେ ନ ବୁଝି ବିରୋଧି ଦଳ ଲୋକଙ୍କୁ ଭ୍ରମିତ କରୁଥିବା ମୋଦି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ତଳେ ମମତା ସିଏଏର ଅନୁଧ୍ୟାନ ଜାତିସଂଘ ଦଳ କରନ୍ତୁ ବୋଲି ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri