ମରଣଯନ୍ତା ପାଲଟିଛି ୨୦ନଂ. ଜାତୀୟ ରାଜପଥ: ରାସ୍ତା କଡ଼କୁ ଖସିଲା ଟ୍ରକ୍‌

କୋଳିମାଟି,୨୩।୨(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନରେ ଥିବା କୋଳିମାଟି ଦରଖୋଳା ଘାଟି ନିକଟରେ ରାସ୍ତା ମରଣଯନ୍ତା ପାଲଟିଛି । ପ୍ରତ୍ୟେକ ଦିନ ଏଠାରେ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି । ୨୦ନଂ. ଜାତୀୟ ରାଜପଥ ରାସ୍ତା କାମ ଅସମ୍ପୂର୍ଣ୍ଣ ଭାବରେ ପଡିରହିଛି। ଶନିବାର ରାତିରେ ଏକ ଟ୍ରକ ରାସ୍ତା କଡ଼କୁ ଖସି ଯାଇଥିବା ଦେଖିବାକୁ ମିଳିଥିଲା। ତେବେ ପ୍ରଶାସନ ଉକ୍ତ ରାସ୍ତାକୁ ମରାମତି କରିବାର ନାଁ ନେଉ ନ ଥିବା ବେଳେ ମା’ ତାରିଣୀଙ୍କ ଦର୍ଶନ ଲାଗି ଯାଉଥିବା ଶ୍ରଦ୍ଧାଳୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଅଞ୍ଚଳରେ ରାସ୍ତା ମରାମତି ଲାଗି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri