ମଲାଇକାଙ୍କୁ ଜନ୍ମଦିନରେ ଏପରି ଶୁଭେଚ୍ଛା ଜଣାଇଲେ ଅର୍ଜୁନ

ମୁମ୍ବାଇ: ବଲିଉଡ୍‌ର ନୂଆ ଲଭବର୍ଡ ମଲାଇକା ଅରୋରା- ଅର୍ଜୁନ କପୁର ନିଜ ସମ୍ପର୍କକୁ ଖୋଲାଖୋଲି ସ୍ବିକାର କରିବା ଆରମ୍ଭ କଲେଣି। ବୁଧବାର ମଲାଇକାଙ୍କ ଜନ୍ମଦିନ ଉପଲକ୍ଷେ ଉଭୟଙ୍କ ଏକ ରୋମାଣ୍ଟିକ ଫଟୋ ଶେୟାର କରିଛନ୍ତି ଅର୍ଜୁନ। ପ୍ରଶଂସକମାନେ ଏହାକୁ ଦେଖି ଖୁସି ହୋଇଯାଇଛନ୍ତି। ଫଟୋଟିରେ ଅର୍ଜୁନ ମଲାଇକାଙ୍କୁ ଚୁମ୍ବନ ଦେଉଥିବା ଦେଖାଯାଉଛି। ପୂର୍ବରୁ ମଲାଇକା ମଧ୍ୟ ଅର୍ଜୁନଙ୍କ ଜନ୍ମଦିନରେ ଉଭୟଙ୍କ ଏକ ଫଟୋ ଶେୟାର କରି ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri