ମଲାଡ଼ ସରପଞ୍ଚଙ୍କୁ ଆକ୍ରମଣ, ଘରକୁ ପଥର ମାଡ଼

ଗଞ୍ଜାମ/ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ମଲାଡ ସରପଞ୍ଚ ପ୍ରଭାତ କୁମାର ସେଠୀଙ୍କୁ ଶୁକ୍ରବାର ରାତି ପ୍ରାୟ ୧୦ଟାରେ ଆକ୍ରମଣ ହୋଇଛି। ଏଥିସହ ତାଙ୍କ ଘରେ କୌଣସି ବିଷୟରେ ଆଲୋଚନା ପାଇଁ ଉପସ୍ଥିତ ଲୁଙ୍ଘୁରି ଗଁ।ର କାଳିଆ ବିଶ୍ୱାଳ, ପ୍ରମୋଦ ସାହୁ, ଗଞ୍ଜାମ ଏନ୍‌ଏସିର ପ୍ରଶାନ୍ତ ବୈଠାରୁ ଓ ହୁମ୍ମାର ଶାନ୍ତନୁ ବିଶ୍ୱାଳଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଛି। ଆହତମାନଙ୍କୁ ଛତ୍ରପୁର ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଭାତଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ପଥର ମାଡ଼ ମଧ୍ୟ କରିଛନ୍ତି। ରମ୍ଭା ଆଇଆଇସି କୃଷ୍ଣଚନ୍ଦ୍ର ସେଠୀ ଏବଂ ହୁମ୍ମା ଏସ୍‌ଆଇ ରାମଚନ୍ଦ୍ର ବେହେରା ସରପଞ୍ଚଙ୍କ ଘର ପାଣିବନ୍ଧ ଯାଇ ତଦନ୍ତ ଚଳାଇଛନ୍ତି। ଏସ୍‌ଆଇଙ୍କ ସୂଚନା ପ୍ରକାରେ, କୌଣସି ଫର୍ମରେ ଦସ୍ତଖତକୁ ନେଇ ବାଣିବନ୍ଧ ଗ୍ରାମର ୨ଜଣ ବ୍ୟକ୍ତି ସରପଞ୍ଚଙ୍କ ସହ ପାଟିତୁଣ୍ଡ କରିଥିଲେ। ଉକ୍ତ ଘଟଣାକୁ କେନ୍ଦ୍ରକରି ଏହି ଗଣ୍ଡଗୋଳ ଘଟିଛି। ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କୌଳିକ ବୃତ୍ତିରୁ ମୁହଁ ଫେରେଇଲେଣି ବାଉଁଶ କାରିଗର: ପହଞ୍ଚୁନି ସରକାରୀ ପ୍ରୋତ୍ସାହନ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ):ଅତ୍ୟାଧୁନିକ ଯୁଗ ତଥା ଆଜିର ବିଜ୍ଞାନ ଯୁଗରେ ହାତ ତିଆରି ଜିନିଷ ଅଲୋଡ଼ା ହୋଇ ପଡୁଛି । ପ୍ଲାଷ୍ଟିକର ବହୁଳ ବ୍ୟବହାର ଏବଂ ବିଭିନ୍ନ…

ହନୁମାନ ଜୟନ୍ତୀ ପାଇଁ ଉତ୍ସବମୁଖର: ମନ୍ଦିରରେ ଭକ୍ତଙ୍କ ଭିଡ଼

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଙ୍ଗଳବାର ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି, ଓଡିଆ ନବବର୍ଷ ପାଳିତ ହୋଇଯାଇଛି। ଏହି ଅବସରରେ ବିଭିନ୍ନ…

ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା, ମେରୁ ପାଇଁ ଚଳଚଞ୍ଚଳ ଗାଁ ଠୁ ସହର

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା । ଦୀର୍ଘ ୨୧ଦିନ ଧରି ମା’ ଦଣ୍ଡକାଳୀ ଗାଁ ଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri