Posted inଜାତୀୟ

ମସ୍ତିଷ୍କ ଜ୍ୱର ଶିଶୁମୃତ୍ୟୁ: କେନ୍ଦ୍ର ଓ ବିହାର ସରକାରଙ୍କୁ ରିପୋର୍ଟ ତଲବ୍‌ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୪।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣାରେ ସୁପ୍ରିମ୍‌କୋର୍ଟ ସୋମବାର କେନ୍ଦ୍ର ସରକାରଙ୍କ ସହିତ ବିହାର ସରକାରଙ୍କୁ ଧିକ୍କାରିବା ସହିତ ଏନେଇ ରିପୋର୍ଟ ତଲବ କରିଛନ୍ତି। ୧୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇଛି। ସର୍ବୋଚ୍ଚ ଅଦାଲତ ସରକାରଙ୍କୁ ସ୍ବାସ୍ଥ୍ୟ ସେବା, ନ୍ୟୁଟ୍ରେସନ୍‌ ଏବଂ ପରିମଳ ବ୍ୟବସ୍ଥା ଆଦି ୩ଟି ସମସ୍ୟା ଉପରେ ସତ୍ୟପାଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମନୋହର ପ୍ରତାପ ଏବଂ ସନପ୍ରୀତ୍‌ ସିଂ ଅଜମାନୀଙ୍କ ପକ୍ଷରୁ ଦାଏର କରାଯାଇଥିବା ଏହି ମାମଲାରେ ଦର୍ଶାଯାଇଥିଲା ଯେ, ମସ୍ତିଷ୍କ ଜ୍ୱର ନିରାକରଣ କ୍ଷେତ୍ରରେ ସରକାର ସମ୍ପୂର୍ଣ୍ଣ ଅସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri