Posted inଜାତୀୟ

ମହଙ୍ଗା ପଡ଼ିଲା କଂଗ୍ରେସ ନେତାଙ୍କୁ ପିଆଜ ବିକିବା: ଆଙ୍ଗୁଠି କାମୁଡ଼ିଲେ ଯୁବକ

ନୈନିତାଲ,୭।୧୨: ଶସ୍ତାରେ ପିଆଜ ବିକ୍ରି କରିବା କଂଗ୍ରେସ ନେତାଙ୍କୁ ପଡ଼ିଲା ମହଙ୍ଗା। ପିଆଜ ଷ୍ଟଲରେ ପହଞ୍ଚି ଜଣେ ଯୁବକ ତାଙ୍କ ହାତର ଆଙ୍ଗୁଳିକୁ ଦାନ୍ତରେ କାମୁଡି ପକାଇଛନ୍ତି। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରାଖଣ୍ଡ ହଲଦ୍ୱାନିରେ। ସୂଚନାଯୋଗ୍ୟ, କଂଗ୍ରେସ ନେତା ନନ୍ଦନ ମେହେରା ପିଆଜର ଏକ ଷ୍ଟଲ ଖୋଲି ଲୋକଙ୍କୁ ଶସ୍ତାରେ ବିକ୍ରି କରୁଥିଲେ। ସେହି ସମୟରେ ମନୀଷ ବିଷ୍ଟ ନାମକ ଜଣେ ଯୁବକ ଷ୍ଟଲ ପାଖରେ ପହଞ୍ଚି ମୋଦି ବିରୋଧୀ ସ୍ଲୋଗାନ ଦେବା ସହ କଂଗ୍ରେସ ନେତାଙ୍କୁ ଗାଳିଗୁଲଜ କରିଥିଲେ। ଏହାପରେ ସେ ଷ୍ଟଲ ଭିତରକୁ ପଶିବାକୁ ଉଦ୍ୟମ କରୁଥିବା ବେଳେ ତାଙ୍କୁ ଅଟକାଇବାରୁ ସେ କଂଗ୍ରେସ ନେତା ନନ୍ଦନଙ୍କ ଆଙ୍ଗୁଳିକୁ ଦାନ୍ତରେ କାମୁଡି ପକାଇଥିଲେ। ତେବେ ଅନ୍ୟ କଂଗ୍ରେସ ନେତା ତାଙ୍କୁ କାବୁ କରିନେଇ ମାଡ଼ ମାରିବା ପରେ ପୋଲିସକୁ ହସ୍ତାନ୍ତର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri