ମହଙ୍ଗା ପଡ଼ିଲା ଭାରତ ସହିତ ପାକିସ୍ତାନର ଶତ୍ରୁତା: ଟମାଟୋ କିଲୋ ୩ଶହ

ଇସ୍‌ଲାମାବାଦ,୧୦।୮: ଜମ୍ମୁ-କଶ୍ମୀରରେ ମୋଦି ସରକାରଙ୍କ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ନିଷ୍ପତ୍ତିକୁ ନେଇ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହାପରେ ପାକିସ୍ତାନ ଭାରତରୁ ସବୁ ସମ୍ପର୍କ ଭାଙ୍ଗିବାକୁ ଚେଷ୍ଟା ଚଳାଇଛି। ଭାରତରୁ କୁଟନୈତିକ ସମ୍ପର୍କ ବିଚ୍ଛିନ୍ନ କରିବା ପାକିସ୍ତାନକୁ ଏବେ ମହଙ୍ଗା ପଡ଼ିଛି। ଭାରତରୁ ରତ୍ପାନୀ ହେଉଥିବା ଜିନିଷକୁ ବନ୍ଦ କରିଦିଆଯିବା ପରେ ସେଠାରେ ଏବେ ଟମାଟୋ ମୂଲ୍ୟ କିଲୋଗ୍ରାମ୍‌ ପ୍ରତି ୩ଶହ ଟଙ୍କା ହୋଇଥିବା ସୂଚନା ମିଳିଛି। ଟମାଟୋ ମୂଲ୍ୟ ହଠାତ୍‌ ବଢ଼ିଯିବାରୁ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବରୁ ଦରଦାମ୍‌ ବୃଦ୍ଧି ଯୋଗୁ ହିନସ୍ତା ହେଉଥିବା ପାକିସ୍ତାନବାସୀଙ୍କ ପାଇଁ ଟମାଟୋ ଦାମ୍‌ ଏବେ ମୁଣ୍ଡବ୍ୟଥାର କାରଣ ପାଲଟିଛି। ତେବେ ଭାରତ ସହ ପାକିସ୍ତାନ ବ୍ୟବସାୟ ସମ୍ପର୍କ ଛିନ୍ନ କରିବା ପରେ ଏହାର ସିଧାସଳଖ ପ୍ରଭାବ ଜନସାଧାରଣଙ୍କ ଉପରେ ପଡ଼ିଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri