ମହଙ୍ଗା ହେଲା ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୬: ଦେଶରେ ସୋମାବାର ଅନ୍‌ଲକ୍‌ ୧.୦ ଆରମ୍ଭ ହୋଇଛି। ପ୍ରଥମ ଦିନରୁ ହିଁ ସାଧାରଣ ଜନତାଙ୍କ ଉପରେ ପଡିଛି ମହଙ୍ଗା ମାଡ। ଦେଶର ଅଏଲ ମାର୍କେଟିଂ କମ୍ପାନୀ ବିନା ସବ୍‌ସିଡି ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରିଛନ୍ତି। ବିଭିନ୍ନ ରାଜ୍ୟରେ ଟ୍ୟାକ୍ସ ଅଲଗା ଥିବାରୁ ସେହି ହିସାବରେ ସିଲିଣ୍ଡରର ଦାମ ମଧ୍ୟ ଭିନ୍ନ ରହିବ ବୋଲି ଜଣାପଡିଛି। ତେବେ ମିଳିଥିବା ସୂଚନାରୁ ଜଣାପଡିଛି, ରାଜଧାନୀ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ଗ୍ୟାସ ସିଲିଣ୍ଡରର ଦାମରେ ୧୧ଟଙ୍କା ୫୦ ପଇସା ବୃଦ୍ଧି ଘଟିବ। ଏହାପରେ ସେଠାରେ ଗୋଟିଏ ସିଲିଣ୍ଡରର ଦାମ ୫୯୩ ଟଙ୍କା ହେଉଥିବା ବେଳେ କୋଲକାତାରେ ଏହା ୫୮୪ ଟଙ୍କା ୫୦ ପଇସାରୁ ବଢି ୬୧୬ଟଙ୍କା ହେବ। ସେହିପରି ମୁମ୍ବାଇରେ ୫୯୦ଟଙ୍କା ୫୦ ପଇସାରେ ମିଳିବ ସିଲିଣ୍ଡର।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri