ମହଙ୍ଗା ହୋଇପାରେ ଜେନେରାଲ ଇନସ୍ୟୁରାନ୍ସ

ନୂଆଦିଲ୍ଲୀ,୩-୧: ଜେନେରାଲ ଇନସ୍ୟୁରାନ୍ସ ବା ସାଧାରଣ ବିମା ନେଉଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ଏହା ମହଙ୍ଗା ହୋଇପାରେ। ୨୦୨୦ରେ ଜେନେରାଲ ଇନସ୍ୟୁରାନ୍ସ ପ୍ରିମିୟମ ୧୦ରୁ ୧୫% ମହଙ୍ଗା ହେବ ବୋଲି କୁହାଯାଉଛି। ଏହା ହେଲେ ଗ୍ରାହକଙ୍କୁ କାର୍‌, ସମ୍ପତ୍ତି, କାଜୁଆଲିଟି ବୀମା ନେବା କ୍ଷେତ୍ରରେ ଅଧିକ ପ୍ରିମିୟମ ଦେବାକୁ ପଡିବ। ରି-ଇନସ୍ୟୁରାନ୍ସ ପ୍ରିମିୟମ ବଢିବା ଯୋଗୁ କମ୍ପାନୀଗୁଡିକ ପ୍ରମିୟମ ବଢାଇବେ ବୋଲି କୁହାଯାଉଛି। ରି-ଇନସ୍ୟୁରାନ୍ସର ପୁନଃନବୀକରଣ ୧ ଜାନୁୟାରୀଠାରୁ ହୋଇଥାଏ। ରି-ଇନସ୍ୟୁରାନ୍ସ କମ୍ପାନୀଗୁଡିକ ପ୍ରିମିୟମ ଦର ବଢାଇଛନ୍ତି। ବୀମା ଦାବିରେ ଲଗାତର ହେଉଥିବା ବୃଦ୍ଧିକୁ ଧ୍ୟାନରେ ରଖି ରି-ଇନସ୍ୟୁରାନ୍ସ କମ୍ପାନୀଗୁଡିକ ଏଭଳି ପଦକ୍ଷେପ ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?