Posted inଖେଳ

ମହମ୍ମଦ ଅଲିଙ୍କୁ ଭେଟିଲେ ଗାଭାସ୍କର

କେଣ୍ଟୁକି,୧୪।୯: ବର୍ତ୍ତମାନ ଆମେରିକାରେ ଥିବା ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଲୌଇସଭିଲେର କେଣ୍ଟୁକି ଗସ୍ତ କରିଛନ୍ତି। ସେଠାରେ ପୂର୍ବତନ ବକ୍ସିଂ କିମ୍ବଦନ୍ତୀ ମହମ୍ମଦ ଅଲି ଓ ତାଙ୍କ ପତ୍ନୀ ଲୋନିଙ୍କୁ ଭେଟିଛନ୍ତି ଗାଭାସ୍କର। ଏଥିସହିତ ଲୌଇସଭିଲେର ମେୟର ଗ୍ରେଗ ଫିଶ୍ଚରଙ୍କ ସହ କ୍ରିକେଟ ସଂଗ୍ରହାଳୟ ଖୋଲିବା ନେଇ ଆଲୋଚନା କରିଛନ୍ତି। କିମ୍ବଦନ୍ତୀ କ୍ରିକେଟର ନିଜ କ୍ୟାରିୟରର କିଛି ସ୍ମରଣୀୟ ବସ୍ତୁ ଦାନ କରିବା ପାଇଁ ରାଜି ହୋଇଛନ୍ତି। ଲୌସଭିଲେ ରାଜ୍ୟ ସହ ଗାଭାସ୍କରଙ୍କ ସ୍ବତନ୍ତ୍ର ସମ୍ପର୍କ ରହିଛି। ଏଠାରେ ତାଙ୍କ ନାମରେ ସୁନୀଲ ଗାଭାସ୍କର କ୍ରିକେଟ ଫିଲ୍ଡ ରହିଛି, ଯାହାକି ଲୌସଭିଲେ କ୍ରିକେଟ କ୍ଲବର ଘରୋଇ ଗ୍ରାଉଣ୍ଡ। ମେୟର ଫିଶ୍ଚର ଓ ଲେସଭିଲେ ସ୍ପୋଟର୍‌ସ କମିଶନ ବୋର୍ଡ ସଦସ୍ୟ ଜୟ ବୋକି ଲୌସଭିଲେକୁ ଦେଶର କ୍ରିକେଟର ଲକ୍ଷ୍ୟ ସ୍ଥଳ କରାଇବାର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମହମ୍ମଦ ଅଲି ସେଣ୍ଟରରେ କ୍ରିକେଟ ସଂଗ୍ରହାଳୟ ରହିବା ଏକ ସମ୍ମାନର ବିଷୟ ବୋଲି ଗାଭାସ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ଆଖିରେ ଆଖିଏ ଲୁହ ନେଇ ବିଦାୟ ନେଲେ ଏହି କ୍ରିକେଟର, ଖୋଲିଲେ ଗୁମର

ନୂଆଦିଲ୍ଲୀ,୨।୧: ପାକିସ୍ତାନରେ ଜନ୍ମିତ ଅଷ୍ଟ୍ରେଲିୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର ପାଇଁ ସିଡନୀ କ୍ରିକେଟ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri