ମହମ୍ମଦ୍‌ ବିନ୍‌ ତୋଗଲକଙ୍କ ଭଳି ମୋଦି ଜଣେ ଭୟଙ୍କର ନେତା: ମମତା ବାନାର୍ଜୀ

କୋଲକତା,୨୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରିଛନ୍ତି ଟାର୍ଗେଟ୍‌। ମୋଦି ମହମ୍ମଦ୍‌ ବିନ୍‌ ତୋଗଲକଙ୍କ ଭଳି ମୋଦି ଜଣେ ଭୟଙ୍କର ନେତା। ତୋଗଲକଙ୍କ ଭଳି ନିଜ ଇଛା ଅନୁସାରେ କାମ କରୁଛନ୍ତି। ବିମୁଦ୍ରୀକରଣଠାରୁ ଆରମ୍ଭ କରି ଜିଏସ୍‌ଟି ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ମୋଦି ନିଜ ଇଛା ଅନୁୁସାରେ ସ୍ବେଛାଚାରୀ ଭାବେ କରିଛନ୍ତି। ଏଭଳି ଜଣେ ନେତା ଦେଶର ଭବିଷ୍ୟତ ପାଇଁ ଅନୁକୂଳ ନୁହଁନ୍ତି। ତେଣୁ ତାଙ୍କୁ ଭୋଟ ନ ଦେବାକୁ ମମତା ଭୋଟରଙ୍କୁ ଅନୁରୋଧ କରିଛନ୍ତି। ପୂର୍ବ ମେଦିନାପୁର ଜିଲାରେ ଏକ ନିର୍ବାଚନୀ ସଭାରେ ମମତା ଏଭଳି କହିଛନ୍ତି। ଆଛେ ଦିନ୍‌ର ପ୍ରତିଶ୍ରୁତି ଦେଇଥିବା ମୋଦିଙ୍କ ଶାସନ କାଳରେ୧୨ ହଜାର ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛନ୍ତି ମମତା । ଗତ ୫ ବର୍ଷରେ ମୋଦି କେବଳ ବିଦେଶ ବୁଲିଛନ୍ତି। ଏଥିରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri