ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁ ସମ୍ବନ୍ଧରେ ପ୍ରକାଶିତ ଖବରକୁ ନେଇ ବିଧାନସଭାରେ ଉଦ୍‌ବେଗ: ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ କହିଲା କଂଗ୍ରେସ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମଗ୍ର ଦେଶରେ ପାଳିତ ହୋଇଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୀବନୀକୁ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ପୁସ୍ତିକା ପ୍ରକାଶ କରାଯାଇଛି। ସେଥିରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ବୋଲି ପ୍ରକାଶ କରାଯାଇଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବିଭିନ୍ନ ସଂଗଠନପକ୍ଷରୁ ରାଜ୍ୟ ସରକାରଙ୍କୁ ସମାଲୋଚନା କରାଯାଇଛି। ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ମଧ୍ୟ ଏହି ପ୍ରସଙ୍ଗକୁ ନେଇ ସରଗରମ ଆଲୋଚନା ହୋଇଛି। ଏପରିକି କଂଗ୍ରେସ ଦଳର ସଦସ୍ୟମାନେ ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କ୍ଷମା ମାଗନ୍ତୁ ବୋଲି ଦାବି କରିଛନ୍ତି। ଯଦି ଜାଣତରେ ସେଭଳି କିଛି ହୋଇଥାଏ, ତେବେ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି କଂଗ୍ରେସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri