ମହାନଦୀ ଜଳରେ ଭାସୁଛି ନବଜାତ ଶିଶୁପୁତ୍ରର ମୃତଦେହ

ଭାପୁର,୧୭।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ପଞ୍ଚାୟତ ନଣ୍ଡାବର ଗ୍ରାମ ନିକଟ ମହାନଦୀର ଘାଟତୁଠରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖାଯାଇଛି। ଏହା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଫତେଗଡ଼ ଥାନା ଏସ୍‌ଆଇ ନିରଞ୍ଜନ ବଡ଼ଜେନାଙ୍କ ସହ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ କରୁଛନ୍ତି। ତେବେ ସ୍ଥାନୀୟବାସିନ୍ଦାଙ୍କ ମଧ୍ୟରୁ କେହି ଏଭଳି କାଣ୍ଡ ଭିଆଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri