ମହାନଦୀରୁ ମିଳିଲା ବିରଳ ପ୍ରଜାତିର ମାଛ, କଇଁଛ

ଗଣ୍ଡତୁରୁମ, ୧୫।୯ (ଡି.ଏନ.ଏ):ବରଗଡ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ପ୍ରବାହିତ ମହାନଦୀରେ ବିରଳ ପ୍ରକାର ମାଛ ଓ କଇଁଛ ଦେଖିବାକୁ ମିଳିଛି । ରବିବାର ବ୍ରାହ୍ମଣତୁରୁମ ଗ୍ରାମର ପ୍ରେମସାଗର ତରିଆ ନଦୀରେ ମାଛ ମାରୁଥିବା ସମୟରେ ଏହି ମାଛ ଓ କଇଁଛ ତାଙ୍କ ଜାଲରେ ପଡିଥିଲେ। ମାଛର ଚିତାକୁଟା ହୋଇଛି । ଏହାର ଶରୀର କଣ୍ଟକ ଯୁକ୍ତ ରହିଛି। ଏହାକୁ ଭଲଭାବେ ଅନୁଧ୍ୟାନ କଲେ ଅନେକ ଦେବଦେବୀ ଓ ଶ୍ରୀ ଜଗନ୍ନାଥଙ୍କ ପ୍ରତିଛବି ପ୍ରତିଫଳିତ ହେଉଛି । ସେିପରି ମାଛ ଶରୀରରେ ରାମଚିତା, ଶିବ ଡମ୍ବରୁ ଚିହ୍ନ ଥିବା ଅନୁମାନ ହେଉଛି । ଉକ୍ତ ଜାଲରେ ଆଉ ଏକ ଭିନ୍ନ ଧରଣର ବିରଳ ପ୍ରଜାତିର କଇଁଛ ଦେଖିବାକୁ ମିଳିଛି । ଏହାର ରଙ୍ଗ ସମ୍ପୂର୍ଣ୍ଣ ହଳଦିଆ ଏବଂ ଅନ୍ୟ କଇଁଛଠାରୁ ଏହା ଦେଖିବାକୁ ଭିନ୍ନ । ମତ୍ସ୍ୟ


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri