ମହାନଦୀରେ ଯୁବତୀ ଭାସିଯିବା ଘଟଣା: ୭୮ ଘଣ୍ଟାପରେ ନିଖୋଜ ପିଙ୍କିଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର,୯ା୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀରେ ଭାସିଯାଇ ଗତ ରବିବାରଠାରୁ ନିଖୋଜଥିବା ପିଙ୍କି ବିଶ୍ୱକର୍ମା(୧୪)ଙ୍କ ମୃତଦେହ ୭୮ ଘଣ୍ଟାପରେ ମମହାନଦୀ ଦ୍ୱିତୀୟ ସେତୁ ନିକଟରୁ ବୁଧବାର ଉଦ୍ଧାର କରାଯାଇଛି ।
ସୂଚନାଯୋଗ୍ୟ, ରବିବାର ମହାନଦୀକୁ ଗାଧୋଇବାକୁ ଯାଇ ୬ ଯୁବତୀ ନଦୀରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ମାତ୍ର କ୍ଷେତରାଜପୁର ଥାନା ବଙ୍ଗଳାପଡ଼ାର ପିଙ୍କି ନିଖୋଜ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri