Posted inଜାତୀୟ

ମହାଭାରତ ସତ୍ୟତା ହେବ ପ୍ରମାଣିତ: ୪ ହଜାର ବର୍ଷ ତଳର ଅବଶେଷରୁ ମିଳିବ ତଥ୍ୟ

ନୂଆଦିଲ୍ଲୀ,୧।୫: ମହାଭାରତର ସତ୍ୟତା ପ୍ରମାଣିତ ହେବା ସମ୍ଭାବନା ଦେଖାଦେଇଛି। ବାଗପତ୍‌ର ସିନୌଲି ସ୍ଥିତ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଦ୍ୱାରା କରାଯାଇଥିବା ଖନନରୁ କେତେକ ଅବଶେଷ ମିଳିଛି। ଏହା ୪ହଜାର ବର୍ଷ ତଳର ମହାଭାରତ ସମୟର ବୋଲି କୁହାଯାଉଛି। ଏହି ଅବଶେଷରୁ ସେ ସମୟରେ ଅନେକ ଅଜଣା ତଥ୍ୟ ଜଣାପଡ଼ିବ ବୋଲି ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରୁ ମିଳିଥିବା କଙ୍କାଳ, ଆଭୁଷଣ ତଥା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀରୁ ଅନେକ ଅଜଣା ତଥ୍ୟ ମିଳିପାରିବ ବୋଲି କୁହାଯାଉଛି। ୨୦୦୫-୦୬ରେ ଏଠାରେ ଖନନ ଆରମ୍ଭ ହୋଇଥିଲା। ପରେ ୨୦୧୮ ଜାନୁୟାରୀରେ ମଧ୍ୟ ଖନନ କରାଯାଇ ଅନେକ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri