ମହାମାରୀ ଲଢ଼େଇରେ ସହାୟକ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନ କୋଭିଡ୍‌-୧୯ ଲଢ଼େଇରେ ଆଉ ସହାୟକ ହେବନାହିଁ ବୋଲି ଦେଶର ପ୍ରମୁଖ ଭୂତାଣୁ ବିଜ୍ଞାନୀ ଶହିଦ ଜମିଲ୍‌ କହିଛନ୍ତି। ଏହା ବଦଳରେ ଗୋଷ୍ଠୀ ପରିଚାଳିତ ନିଷିଦ୍ଧାଞ୍ଚଳ, ଆଇସୋଲେଶନ ଓ କ୍ୱାରାଣ୍ଟାଇନ୍‌ ନୀତିକୁ ଅଧିକ ଗୁରୁତ୍ୱ ଦେବାକୁ ହେବ ବୋଲି ସେ ମତ ଦେଇଛନ୍ତି। ବିଜ୍ଞାନ ଓ ପ୍ରଯୁକ୍ତି ଲାଗି ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାରପ୍ରାପ୍ତ ବୈଜ୍ଞାନିକ ଜମିଲ କୋଭିଡ୍‌ ପରୀକ୍ଷା ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। କରୋନା ଭୂତାଣୁ ହଟ୍‌ସ୍ପଟ ଚିହ୍ନଟ ଲାଗି ପରୀକ୍ଷାକୁ ଜୋର୍‌ଦାର କରାଯିବା ସହ ଉକ୍ତ ଅଞ୍ଚଳକୁ ପୃଥକ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏବେ ଭାରତରେ ପ୍ରତି ୧୦ ଲକ୍ଷ ଲୋକରେ ୧,୭୪୪ ପରୀକ୍ଷା କରାଯାଉଛି, ଯାହା କି ବିଶ୍ୱରେ ସର୍ବନିମ୍ନ ପରୀକ୍ଷା ହାର। ଉଭୟ ଆଣ୍ଟିବଡି ଏବଂ ପିସିଆର୍‌ ପରୀକ୍ଷା କରାଇବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri