ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକ୍ରେ ଦାୟିତ୍ୱଗ୍ରହଣ କରିବା ପରେ ଗୁରୁବାର ରାତି ୮ରେ ପ୍ରଥମ କ୍ୟାବିନେଟ ବୈଠକ ବସିବା ସହ ଛତ୍ରପତି ଶିବାଜୀ ମହାରାଜଙ୍କ ରାଜଧାନୀ ରାୟଗଡ଼ ଦୁର୍ଗର ସଂରକ୍ଷଣ ଲାଗି ୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହ ରାଜ୍ୟର କୃଷକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ଉଦ୍ଧବ ଏହି ଅବସରରେ କହିଛନ୍ତି। ତାଙ୍କ ସରକାର ସୁଶାସନ ଆଣିଦେବ ଓ ଖୁବ୍ଶୀଘ୍ର କୃଷକଙ୍କ ମୁହଁରେ ହସ ଫୁଟାଇବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। କୃଷିଋଣ ଛାଡ଼ ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ ବିକାଶ ଯୋଜନା ସମ୍ପର୍କରେ ଅଧିକାରୀଙ୍କଠାରୁ ତଥ୍ୟ ଆଣି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।
LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍କା!
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...
ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...
ଏଇ ଭାରତରେ
ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...
ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…
ଇସଲାମାବାଦ୍,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...
ବିଶ୍ୱ ଓ ବର୍ଷାନ୍ତର
ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...
ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …
ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...
ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ
ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...
ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ
ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...
Archives


