ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକ୍ରେ ଦାୟିତ୍ୱଗ୍ରହଣ କରିବା ପରେ ଗୁରୁବାର ରାତି ୮ରେ ପ୍ରଥମ କ୍ୟାବିନେଟ ବୈଠକ ବସିବା ସହ ଛତ୍ରପତି ଶିବାଜୀ ମହାରାଜଙ୍କ ରାଜଧାନୀ ରାୟଗଡ଼ ଦୁର୍ଗର ସଂରକ୍ଷଣ ଲାଗି ୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହ ରାଜ୍ୟର କୃଷକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ଉଦ୍ଧବ ଏହି ଅବସରରେ କହିଛନ୍ତି। ତାଙ୍କ ସରକାର ସୁଶାସନ ଆଣିଦେବ ଓ ଖୁବ୍ଶୀଘ୍ର କୃଷକଙ୍କ ମୁହଁରେ ହସ ଫୁଟାଇବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। କୃଷିଋଣ ଛାଡ଼ ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ ବିକାଶ ଯୋଜନା ସମ୍ପର୍କରେ ଅଧିକାରୀଙ୍କଠାରୁ ତଥ୍ୟ ଆଣି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।
ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ
ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!
ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…
ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!
ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା…
ନୂଆ ଖଣି ଆଇନ: ରାଜ୍ୟ କ୍ଷମତା ଦୁର୍ବଳ
ନୂଆଦିଲ୍ଲୀ,୧୧।୮(ପି.ଟି.): ଖଣି ଓ ଖଣିଜ ନିୟମରେ ସଂଶୋଧନ ପାଇଁ କେନ୍ଦ୍ର ସରକାର ସୋମବାର ଲୋକ ସଭାରେ ଏକ ବିଲ୍ ଆଗତ କରିଛନ୍ତି, ଯାହାଦ୍ୱାରା ରାଜ୍ୟ ସରକାରମାନେ ଖଣିଜ…
ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….
ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ…
କଲମ୍ବିଆ ଭୂମିକମ୍ପରେ ଭୟଙ୍କର କ୍ଷତି; ଏପର୍ଯ୍ୟନ୍ତ ୧୩୨ ଜଣଙ୍କ ମୃତ୍ୟୁ, ୧୫୦୦ ରୁ ଅଧିକ ଘର ନଷ୍ଟ
ବୋଗୋଟା,୧୧।୮: ରିକ୍ଟର ସ୍କେଲରେ ୭.୪ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ କଲମ୍ବିଆରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ୧୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭୦ରୁ ଅଧିକ…
ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ
ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍ ତଳେ ଥିବା ଏକ…
ଏଥର ସ୍ବାଧୀନତା ଦିବସରେ ଲାଲ୍କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର
ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍’ ଗାୟନ କରାଯିବ। ୨୦୪୭…
Archives

