Posted inଜାତୀୟ

ମହାରାଷ୍ଟ୍ର ଡ୍ରାମା: ଭାଜପାର ନା ପରେ, ଶିବସେନାକୁ ସରକାର ଗଢିବା ପାଇଁ ପଚାରିଲେ ରାଜ୍ୟପାଳ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ଏବେ ହାଇଭୋଲଟେଜ୍‌ ରାଜନୈତିକ ଡ୍ରାମା ଚାଲିଛି। ରବିବାର ଭାଜପା ସରକାର ଗଢିବା ପାଇଁ ମନା କରିଦେବା ପରେ ରାଜ୍ୟପାଳ ଭଗତ ସିଂହ କୋଶିୟାର ଦ୍ୱିତୀୟ ବୃହତ୍‌ ପାର୍ଟି ଶିବସେନାକୁ ସରକାର ଗଢିବା ବିଷୟରେ ପଚାରିଛନ୍ତି। ଚଳିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ଆଧାରରେ ଭାଜପାକୁ ଅଧିକ ଆସନ ମିଳିଥିବାରୁ ପ୍ରଥମେ ସରକାର ଗଢ଼ିବା ପାଇଁ ରାଜ୍ୟପାଳ ଭାଜପାକୁ ଆମନ୍ତ୍ରଣ କରିଥିଲେ। ସରକାର ଗଢ଼ିବା ପାଇଁ ଆବଶ୍ୟକ ସଂଖ୍ୟା ନ ଥିବାରୁ ଭାଜପା ସରକାର ଗଢ଼ିବ ନାହିଁ ବୋଲି ରାଜ୍ୟପାଳଙ୍କୁ ଭେଟି କହିଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀଶ। ସୂଚନାଯୋଗ୍ୟ, ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନରୁ ଭାଜପା ୧୦୫ଟି, ଶିବସେନା ୫୬, କଂଗ୍ରେସ ୪୪, ଏନସିପି ୫୪ ଓ ଅନ୍ୟାନ୍ୟ ଦଳ ୨୯ଟି ଆସନରେ ଜିତିଛନ୍ତି। ସରକାର ଗଢ଼ିବା ପାଇଁ ମ୍ୟାଜିକ ନମ୍ବର ୧୪୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri