Posted inଜାତୀୟ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଜନାଦେଶ ଯାତ୍ରାରେ ବିରୋଧୀଙ୍କ ନିଆରା ପ୍ରତିବାଦ

ସାଙ୍ଗଲି,୧୭।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କ ଜନାଦେଶ ଯାତ୍ରାକୁ ସ୍ବାଭିମାନୀ ଶେତକାରୀ ସଙ୍ଗଠନ(ଏସ୍‌ଏସ୍‌ଏସ୍‌) ପକ୍ଷରୁ ନିଆରା ପ୍ରତିବାଦ କରାଯାଇଛି। ସୋମବାର ମହାରାଷ୍ଟ୍ରର ସାଙ୍ଗଲୀ ଜିଲାରୁ ପ୍ରାୟ ୨୩୦ କିଲୋମିଟର ଦୂର କୁଣ୍ଡଲ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଫଡନବିସଙ୍କ ରାଲି ଗାଡ଼ି ସମ୍ମୁଖରେ ଏସ୍‌ଏସ୍‌ଏସ୍‌ ସଙ୍ଗଠନର କର୍ମକର୍ତ୍ତାମାନେ କଡକନାଥ(କଳା) କୁକୁଡା ଫୋପାଡି ବିରୋଧ ପ୍ରଦର୍ଶନ କରିଥିଲେ। ସୂଚନାଯୋଗ୍ୟ, କୁଣ୍ଡଲ ଅଞ୍ଚଳରେ ବିନା ବାଧାରେ ମହାଜନାଦେଶ ରାଲି ଯାଉଥିବା ସମୟରେ ଗାଡି ସମ୍ମୁଖରେ ସଙ୍ଗଠନର କିଛି କର୍ମକର୍ତ୍ତାମାନେ କଡକନାଥ(କଳା) କୁକୁଡା ଫୋପାଡିବାକୁ ଉଦ୍ୟମ କରିଥିଲେ। ହେଲେ ସେହି ସମୟରେ ଭାଜପାର କର୍ମକର୍ତ୍ତାମାନେ ସେମାନଙ୍କୁ ଅଟକାଇ ଦେଇଥିଲେ। ତେବେ ଏହି ମାମଲାରେ ୩ଜଣଙ୍କୁ ଗିରଫ କରାଯାଇ ତଦନ୍ତ କରାଯାଉଛି ବୋଲି ପୋଲିସର ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri