Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ଆସିଲା ନୂଆ ମୋଡ଼: ଶିବସେନା ସହିତ ସରକାର ଗଠନ ପାଇଁ ସୋନିଆଙ୍କୁ ପରାମର୍ଶ ଦେଲେ କଂଗ୍ରେସ ସଦସ୍ୟ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ରାଜନୀତିରେ ଏବେ ଏକ ନୂଆ ମୋଡ଼ ଆସିଛି। ଶିବସେନା-ଭାଜପା ମଧ୍ୟରେ ଅଙ୍କକଷା ଛିଣ୍ଡୁନି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ସଦସ୍ୟମାନେ ଶିବସେନା ସହିତ ମେଣ୍ଟ ସରକାର ଗଠନ ପାଇଁ ସୋନିଆ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି। କଂଗ୍ରେସ ସଦସ୍ୟ ହୁସେନ୍‌ ଦଲବଈ ଏଭଳି ପରାମର୍ଶ ଦେଇଛନ୍ତି। ସେ ଏନେଇ ଅଧ୍ୟକ୍ଷା ସୋନିଆଙ୍କୁ ପତ୍ର ଲେଖିଛନ୍ତି। ଏନ୍‌ସିପି ଓ ଶିବସେନା ସହ ମିଶି କଂଗ୍ରେସ ସରକାର ଗଠନ ପାଇଁ ଉଦ୍ୟମ କରିବା ଆବଶ୍ୟକ ବୋଲି ସେ ପରାମର୍ଶ ଦେଇଛନ୍ତି। ଏହା ପୂର୍ବରୁ ରାଷ୍ଟ୍ରପତି ଭାବେ ପ୍ରତିଭା ପାଟିଲ୍‌ ଏବଂ ପ୍ରଣବ ମୁଖାର୍ଜୀଙ୍କ ନିର୍ବାଚନ ସମୟରେ ଶିବସେନା କଂଗ୍ରେସକୁ ସମର୍ଥନ ଦେଇଥିବା ପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri